Sunday, August 9, 2020
Home District News ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //
ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ବିଚ୍ଛିନ୍ନ ଅଞ୍ଚଳ ଉନ୍ନୟନ ସମିତି ପକ୍ଷରୁ ଏହି ପୋଷ୍ଟର ଲଗାଯାଇଛି । ପୋଷ୍ଟର ରେ ମାଓବାଦୀ ଙ୍କୁ ବିରୋଧ କରିବା ସହ ନିରୀହ ଜନତାଙ୍କ ଉପରେ ମାଓବାଦୀ ଜୁଳୁମ କରୁଥିବା ଅଭିଯୋଗ ହୋଇଛି । କରନା ସମୟରେ ମାଓବାଦୀ ମାନେ ବିଭିନ୍ନ ଗ୍ରାମ କୁ ଯାଇ ସହ ସହ ଲୋକଙ୍କୁ ଡାକି ମିଟିଂ କରାଇବା ଦ୍ୱାରା କରନା ବ୍ୟାପିବାର ଭୟ ରହୁଥିବା ସହ ସରକାରୀ ନିୟମ କୁ ଉଲଂଘନ ହେଉଥିବା ମଧ୍ୟ ପୋଷ୍ଟର ରେ ଉଲ୍ଲେଖ ରହିଛି । ସରକାର ଦେଇଥିବା ଅଗ୍ରୀମ ୩ମାସର ଭତ୍ତା ଓ ରାସନ ମାଓବାଦୀ ଲୋକଙ୍କୁ ଲୁଟି ନେଉଥିବା ସହ ଉନ୍ନୟନ ମୂଳକ କାମକୁ ମାଓବାଦୀ ବିରୋଧ କରୁଥିବାରୁ ଅଞ୍ଚଳରେ ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି । ଉନ୍ନତି ପାଇଁ ସବୁ ମିଶି ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟରେ ସହଯୋଗ କରିବା ସହ ମାଓବାଦୀଙ୍କ ଶିକାର ହୋଇଥିବା ଲୋକଙ୍କୁ ସରକାରୀ ସୁବିଧା ମିଳିବା ପାଇଁ ଏହି ପୋଷ୍ଟର ରେ ଆହ୍ୱାନ ଦିଆଯାଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: