Advertisements
Tuesday, August 4, 2020
Home Cultural & Festival ଖାଁ ଖାଁ ଲାଗୁଛି ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ , କୋରାପୁଟ

ଖାଁ ଖାଁ ଲାଗୁଛି ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ , କୋରାପୁଟ

ରିପୋର୍ଟ: ଏନ. ସନ୍ତୋଷ କୁମାର //
ବୈପାରୀଗୁଡା (୦୫/୦୭): ଚଳିତ ବର୍ଷ ଅଦୃଶ୍ୟ କରୋନା ମହାମାରୀ ଦୁନିଆକୁ କବଳିତ କରିଛି l ଏହି ସମୟରେ ମନ୍ଦିର ଗୁଡ଼ିକରେ ଭିଡ଼ ଲାଗିଲେ ସଂକ୍ରମଣ ଭୟ ଥିବାରୁ କାଉଡ଼ିଆ “ବଲବମ ” ପ୍ରକିୟାକୁ ବନ୍ଦ କରାଯାଇଛି ।

ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିର୍ଦ୍ଦେଶାନାମ ଜାରି କରାଯାଇଛି ଏବଂ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି । ତେବେ ବ୍ଲକ ପ୍ରଶାସନ ଏହି ନିର୍ଦ୍ଦେଶାନାମାର ତଦାରଖ କରୁଥିବା ବେଳେ ବୈପାରୀଗୁଡା ପ୍ରଶାସନ ଅଧିକାରୀ ବିଡ଼ିଓ ଅଭିମନ୍ୟୁ କବି ଶତପଥି , ତହସିଲଦାର କୌଳାସ ଚନ୍ଦ୍ର ତ୍ରିପାଠୀ ଓ ଡ଼ିଏସପି ଅଂଶୁମାନ ଦବେଦୀ ବୋଲବୋମ୍ କାଉଡିଆଙ୍କ ଉପରେ କଡା ଦୃଷ୍ଟି ରଖିଥିବା ଜଣାପଡୁଛି । ଗୁପ୍ତେଶ୍ୱର ମନ୍ଦିରରେ ସହ ସମସ୍ତ ଶିବ ମନ୍ଦିର କାଉଡ଼ିଆଙ୍କୁ ମନା କରାଯାଇଥିବା ବେଳେ ଆଜି ସମସ୍ତ ଶିବ ମନ୍ଦିର ଖାଁ ଖାଁ ଥିଲା l ରାଜ୍ୟରେ ଜୁଲାଇ ୩୧ ତାରିଖ ଯାଏ କରୋନା ଲକ ଡାଉନ ଜାରି ରହିଛି । ଏହି ସମୟରେ ସାମାଜିକ , ଧାର୍ମିକ , ରାଜନୈତିକ ସମାବେଶ କିମ୍ବା ଉତ୍ସବ ଉପରେ କଟକଣା ଜାରି କରାଯାଇଛି । ତେଣୁ ଶ୍ରାବଣମାସରେ କାଉଡିଆଙ୍କ ଯାତ୍ରା ଉପରେ କଟକଣା ଲଗାଇଥିବାରୁ ପ୍ରଶାସନର ପଦେକ୍ଷପକୁ ଜନସାଧାରଣ ସ୍ବାଗତଂ କରୁଥିବା ଜଣାପଡିଛି l

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

କଣ୍ଟେନମେଣ୍ଟ ଜୋନରେ ସରକାରୀ ନିୟମକୁ ଖୋଲା ଖୋଲି ଉଲଂଘନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟଲମତାପୁଟ (ତା: ୩/୮): ମୁଖ୍ୟ ଦୈନିକ ବଜାରର କଣ୍ଟେମେଣ୍ଟ ଜୋନ ରେ ସରକାର ନିୟମକୁ ଖୋଲା ଖୋଲି ଉଲଂଘନ କରାଯାଉଛି।ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଲମତାପୁଟ...

କୋଟପାଡ ଠାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂତନ କୋଠା ଉଦଘାଟିତ

କୋରାପୁଟ (୦୩/୦୮): ରବି ଶଙ୍କର ମହାପାତ୍ର //କୋରାପୁଟ (୦୩/୦୮): କୋଟପାଡ ସୌରା ସାହି ଶ୍ରୀ ଲିଙ୍ଗରାଜ ଭବନରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ରବିବାର ସନ୍ଧ୍ୟାରେ ରୀତିମତ ପୂଜାପାଠ ଓ...

ନଦୀରେ ବୁଡ଼ି ଯାଇଥିବା ମହିଳାଙ୍କୁ ଉଦ୍ଧାର କଲେ ଯୁବକ

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର ( ୦୩/୦୮): ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ଉଦୟନାଥ ପୁର ଗ୍ରାମର ବୁରୁନ୍ଦା ଦାସ ଙ୍କ ପତ୍ନୀ ସ୍ମିତାରାଣି ଦାସ (୫୮)...

ସହିଦ ପୀଠରେ ସହିଦ୍ ଙ୍କ ସ୍ମୃତି ଚାରଣ କଲେ ବରୀ ବିଧାୟିକା

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର (୦୩/୦୮): ୯୪୨ ମସିହା ରେ ହୋଇଥିବା ଭାରତଛାଡ଼ ଆନ୍ଦୋଳନରେ ଭାରତ ଦେଶ ତାର ସ୍ୱାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହୋଇଥିଲା |

Recent Comments

%d bloggers like this: