Friday, August 14, 2020
Home Death Case ଧର୍ମପ୍ରାଣ ମହିଳା ଙ୍କ ପରଲୋକ , ଯାଜପୁର

ଧର୍ମପ୍ରାଣ ମହିଳା ଙ୍କ ପରଲୋକ , ଯାଜପୁର

ରିପୋର୍ଟ: ସତ୍ୟଜିତ ବାରିକ //
ବରୀ,ଯାଜପୁର (୦୭/୦୭): ଯାଜପୁର ଜିଲ୍ଲା ବରୀ ବ୍ଲକ ରଂପା ଗ୍ରାମ ପଞ୍ଚାୟତ ର ଉପର ରମ୍ପା ର ସ୍ବର୍ଗତ କିଶୋର ଚନ୍ଦ୍ର ମହାନ୍ତି ଙ୍କ ଧର୍ମପତ୍ନୀ ଶ୍ରୀମତୀ ତିଳତମା ମହାନ୍ତି ଙ୍କ ମଙ୍ଗବାର ସକାଳ ୪:୩୦ ମିନିଟ୍ ସମୟ ରେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥା ରେ ପରଲୋକ ଘଟିଛି।

ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା।ସେ କଟକ ର ଶିଖର ପୁର ର ମଧ୍ୟ ସ୍ଥାୟୀ ବାସିନ୍ଦା ଅଟନ୍ତି। ମଙ୍ଗଳବାର ତାଙ୍କ ମୃତ ଦେହକୁ ତାଙ୍କ କଟକ ସ୍ଥିତ ବାସଭବନ କୁ ଅଣାଯାଇଥିଲା ସେଠାରେ ତାଙ୍କୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।ପରେ କାଳିଆବୋଦା ସ୍ଥିତ ଶ୍ମଶାନ ରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ବଡ଼ପୁଅ ଜ୍ୟୋତି ପ୍ରକାଶ ମହାନ୍ତି ମୁଖଗ୍ନି ଦେଇଥିଲେ। ତାଙ୍କ ଦେହାନ୍ତ ରେ ବରୀ ଅଞ୍ଚଳ ରେ ମଧ୍ୟ ଶୋକର ଛାୟା ଖେଳିଯାଇଛି।ତାଙ୍କ ଦେହାନ୍ତ ରେ ବରୀ ବିଜେପି ନେତା ବିଶ୍ବରଂଜନ ମଲ୍ଲିକ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସମ୍ପଦ ପରିବାର କୁ ସମବେଦନା ଜଣାଇଛନ୍ତି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: