Friday, August 14, 2020
Home Government News ସରକାରୀ ଚାକିରିଆ ଗଣମାଧ୍ୟମ ଆଗରେ ମୁହଁ ଖୋଲି ପାରିବେନି

ସରକାରୀ ଚାକିରିଆ ଗଣମାଧ୍ୟମ ଆଗରେ ମୁହଁ ଖୋଲି ପାରିବେନି

ଭୁବନେଶ୍ୱର (୦୮/୦୭): ରାଜ୍ୟରେ ଏବେଠୁ କୌଣସି ସରକାରୀ ଚାକିରି ଗଣମାଧ୍ୟମ ଆଗରେ ମୁହଁ ଖୋଲିପାରିବେନି ବୋଲି ଜଣାପଡିଛି ।

ସରକାରୀ ଚାକିରି ଗଣମାଧ୍ୟମ ଆଗରେ ସେମାନେ ନିଜର ଚାକିରି ବିଭିନ୍ନ ସମସ୍ୟାକୁ ନେଇ ଗଣମାଧ୍ୟମ ଆଗରେ ମୁହଁ ଖୋଲନ୍ତି ତେବେ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯାହା ଖବର ରହିଛି ଯେ, ମଙ୍ଗଳବାର ଗୃହ ବିଭାଗର ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ଚିଠି ଲେଖି ସବୁ ବିଭାଗର ମୁଖ୍ୟଙ୍କୁ ଅବଗତ କରାଇ ଦେଇଛନ୍ତି। ଯାହାକି ସରକାରୀ ଚାକିରି ସର୍ତ୍ତାବଳୀ ନିୟମ ୧୯୫୯ର ବିରୋଧ କରୁଛି। ଏପରି କଲେ ତାଙ୍କ ବିରୋଧରେ ବିଶୃଙ୍ଖଳା ଆଚରଣ ଦର୍ଶାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: