Friday, August 14, 2020
Home Corona Breaking ଆସନ୍ତା କାଲି ଠୁ ବଲାଙ୍ଗୀରରେ କର୍ଫ୍ୟୁ-ସନ୍ଧ୍ୟା ୫ଟାରୁ ସକାଳ ୬ଟା ସଟ ଡାଉନ ଘୋଷଣା

ଆସନ୍ତା କାଲି ଠୁ ବଲାଙ୍ଗୀରରେ କର୍ଫ୍ୟୁ-ସନ୍ଧ୍ୟା ୫ଟାରୁ ସକାଳ ୬ଟା ସଟ ଡାଉନ ଘୋଷଣା

ରିପୋର୍ଟ: ଓଡିଶା ନ୍ୟୁଜ୨୪ବ୍ୟୁରୋ //
ବଲାଙ୍ଗୀର (୦୯/୦୭): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବଲାଙ୍ଗୀର ଜିଲ୍ଲାରୁ ଗତକାଲି ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ପ୍ରଶାସନ ପକ୍ଷରୁ ଆସନ୍ତା କାଲି ଠାରୁ ସନ୍ଧ୍ୟା ୫ଟା ପରେ ତା ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ସଟ ଡାଉନ ଘୋଷଣା କରିଛନ୍ତି |

ଏ ସମୟରେ ସମସ୍ତ ବଲାଙ୍ଗୀର ଜିଲ୍ଲାରେ କର୍ଫ୍ୟୁ ଲଗାଯାଇଛି | ଅତ୍ୟନ୍ତ ଆବଶ୍ୟକୀୟ ସାମଗ୍ରୀ ନେବା ଆଣିବା କରୁଥିବା ଗାଡି ଯିବା ଆସିବା କରିବା ପାଇଁ ଅନୁମତି ମିଳିଛି | କେବଳ ଜରୁରୀ କାମ ପାଇଁ ଲୋକଙ୍କୁ ଅନୁମତି ମିଳିବ ବୋଲି ପ୍ରଶାସନ ତରଫରୁ ଜଣାପଡିଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: