Saturday, August 8, 2020
Home Education & Literacy ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ, ବୋର୍ଡ ଓ୍ୱେବସାଇଟ୍‌ରେ ରେଜଲ୍ଟ

ନୂଆଦିଲ୍ଲୀ, ୧୩।୦୭: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଛି । ଛାତ୍ରଛାତ୍ରୀମାନେ ବୋର୍ଡର ଓ୍ୱେବସାଇଟରେ ନିଜର ଫଳ ଦେଖିପାରିବେ । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ ସାମାନ୍ୟ ବିଳମ୍ବ ହୋଇଛି ।

cbseresults.nic.in ରେ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷାଫଳ ଦେଖିପାରିବେ । ୨୦୨୦ ଶିକ୍ଷା ବର୍ଷରେ ଦିଲ୍ଲୀ ଏନ୍‌ସିଆର୍‌ ଅଞ୍ଚଳରେ ୯୪.୩୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ପୁଅଙ୍କ ଅପେକ୍ଷା ଝିଅମାନେ ବେଶ୍‌ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତ ବର୍ଷ କୌଣସି ଟପରଙ୍କ ନାମ ଘୋଷଣା କରାଯାଇ ନାହିଁ ।କେନ୍ଦ୍ରମାନବ ସମ୍ବଳ ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲ କୃତକାର୍ଯ୍ୟ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: