Sunday, August 9, 2020
Home District News ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ରିପୋର୍ଟ: ମାନସ ରଞ୍ଜନ ରାଉତ //
କଳାହାଣ୍ଡି (୧୪/୦୭): ଆଜି କଳାହାଣ୍ଡି ଜିଳ୍ଲା ଭବାନୀପାଟଣା ସହରରେ ଜିଲ୍ଲା ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି ।

ଉଦ୍ଘାଟନୀ ଉତ୍ସବରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି ଦାସ) ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜୁନାଗଡ଼ ବିଧାୟକ ତଥା ଶକ୍ତି,ଶିଳ୍ପ, ଏମଏସଏମଇ ଓ ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ, ରାଜ୍ୟସଭା ସାଂସଦ ସୁଜିତ କୁମାର, ନର୍ଳା ବିଧାୟକ ପ୍ରଦୀପ ଦିସାରି ଓ ଧର୍ମଗଡ଼ ବିଧାୟକ ମୋୖସଧି ବାଗ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: