Saturday, August 8, 2020
Home Corona Breaking ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ବୁର୍ଲା ଭିମସାର ରେ ୪ କରୋନା ଯୋଦ୍ଧା କରୋନା ରେ ଆକ୍ରାନ୍ତ

ସମ୍ବଲପୁର (ଓଡିଶା ନ୍ୟୁଜ୨୪ବ୍ୟୁରୋ-୧୬/୦୭): ବୁର୍ଲା ଭୀମସାର ୪ କରୋନା ଯୋଦ୍ଧା ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ବୁର୍ଲା ଭିମସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହସ୍ପିଟାଲର ୩ ଡାକ୍ତର ଓ ୪ ନର୍ସ କରୋନା ସଂକ୍ରମିତ। ୭ କର୍ମଚାରୀ ପଜିଟିଭ ଜଣାପଡ଼ିବା ପରେ ହସ୍ପିଟାଲକୁ ସାନିଟାଇଜ୍ କରାଯାଇଥିଲା। ସୂଚନାଯୋଗ୍ୟ, କରୋନା ସଂକ୍ରମଣର ଭୟାବହତାକୁ ଦେଖି ଗତକାଲିଠାରୁ ବୁର୍ଲା ବଡ଼ ମେଡିକାଲ OPD ବନ୍ଦ ରହିଛି। ଏହା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଜାରୀ ରହିବ। ଏହି ସମୟ ମଧ୍ୟ ସମସ୍ତ ଦୈନଦିନ ଅସ୍ତ୍ରୋପଚାର ମଧ୍ୟ ବନ୍ଦ ରହିବ। ତେବେ କାଜୁଆଲଟି ଓ ଜରୁରୀକାଳୀନ ଅସ୍ତ୍ରୋପଚାରକୁ ଅନୁମତି ଦିଆଯାଇଛି। ଏ ନେଇ ଜିଲ୍ଲାପାଳ ଗତକାଲି ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେହିପରି ଭିସୁଟକୁ ମଧ୍ୟ ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: