Saturday, August 8, 2020
Home District News ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ ପ୍ରକାଶ, ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ରେକର୍ଡ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା (୧୬/୦୭): ପ୍ରକାଶିତ ହୋଇଯାଇଛି ଚାଳିତ ବର୍ଷର ଦଶମ ଶ୍ରେଣୀ ସିବିଏସଇ ବୋର୍ଡ଼ର ପରୀକ୍ଷା ଫଳ l ରାୟଗଡା ଜିଲ୍ଲା ଅନ୍ତର୍ଗତ ଥେରୁବାଲି ସ୍ଥିତ ଚିନ୍ମୟ ବିଦ୍ୟାଳୟର ପ୍ରାୟ ୨୭ଜଣ ବିଦ୍ୟାର୍ଥୀ ଦଶମ ପରୀକ୍ଷା ଦେଇଥିଲେ l

ସେମାନଙ୍କ ମଧ୍ୟରୁ ୨୬ଜଣ କୃତକାର୍ଯ୍ୟ ହୋଇଥିବା ବେଳେ ୧୭ ଜଣ ବିଦ୍ୟାର୍ଥୀ ପ୍ରଥମ ସ୍ଥାନରେ ସଫଳତା ହାସଲ କରିଛନ୍ତି l ୩ ଜଣ ଶିକ୍ଷାର୍ଥୀ ବିଦ୍ୟାଳୟ ସ୍ତରରେ ଟପର ହୋଇଛନ୍ତି l ସେମାନଙ୍କ ମଧ୍ୟରୁ ଅକ୍ଷୀତ ଅନୁପମ ୯୧.୪%, ହିତେଶ ପାଳ ୯୦.୪%ଓ ହେମାଳି ନୀଳଗିରି ୮୯.୬%ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି | କୃତକାର୍ୟ୍ଯ ପରୀକ୍ଷାର୍ଥୀଙ୍କୁ ବିଦ୍ୟାଳୟ ପରିଚାଳନା କମିଟିର ପ୍ରଧାନ ଆଚାର୍ଯ୍ୟ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଅଭିନନ୍ଦନ ଜ୍ଞାପନ କରିବା ସହିତ ଉଜ୍ବଳ ଭବିଷ୍ୟତର କାମନା କରିଛନ୍ତି l

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: