Advertisements
Tuesday, August 4, 2020
Home Accidental Death ବଲାଙ୍ଗୀର : ସଡକ ଦୁର୍ଘଟଣା ରେ ସ୍ତ୍ରୀ ମୃତ, ବର୍ତ୍ତିଗଲେ ସ୍ୱାମୀ

ବଲାଙ୍ଗୀର : ସଡକ ଦୁର୍ଘଟଣା ରେ ସ୍ତ୍ରୀ ମୃତ, ବର୍ତ୍ତିଗଲେ ସ୍ୱାମୀ

ବଲାଙ୍ଗୀର(୨୫/୦୭): ଆଜି ଦିନ ଦ୍ବିପହରରେ ଏକ ସଡକ ଦୁର୍ଘଟଣା ଘଟି ଜଣେ ସ୍ତ୍ରୀ ଲୋକର ମୃତ୍ୟୁ ହୋଇଛି | ସ୍ୱାମୀ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି |

ଆଜି ସଟ ଡାଉନ ଥିବା ବେଳେ ସବୁ ଆଡେ ପୋଲିସ ର କଡା ପ୍ରହରା ମଧ୍ୟରେ ସହର ଥିଲେ ମଧ୍ୟ ଏପରି ଏକ ଦୁର୍ଘଟଣା କୁ ଲୋକେ ସହଜେ ହଜମ କରି ପାରୁନାହାନ୍ତି | ଏହି ଦୁର୍ଘଟଣା ପୁଣି ଟାଉନ ଥାନା ପାଖ ଓ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଘଟି ଯାଇଛି | ଆଜି ପୁଣି ବଲାଙ୍ଗୀର ବାସୀ ପୁରାତନ କଥା କୁ ଦୋହରାଇଛନ୍ତି ଯେ ବାଇପାସ କେବେ ହେବ ?

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

କଣ୍ଟେନମେଣ୍ଟ ଜୋନରେ ସରକାରୀ ନିୟମକୁ ଖୋଲା ଖୋଲି ଉଲଂଘନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟଲମତାପୁଟ (ତା: ୩/୮): ମୁଖ୍ୟ ଦୈନିକ ବଜାରର କଣ୍ଟେମେଣ୍ଟ ଜୋନ ରେ ସରକାର ନିୟମକୁ ଖୋଲା ଖୋଲି ଉଲଂଘନ କରାଯାଉଛି।ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଲମତାପୁଟ...

କୋଟପାଡ ଠାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂତନ କୋଠା ଉଦଘାଟିତ

କୋରାପୁଟ (୦୩/୦୮): ରବି ଶଙ୍କର ମହାପାତ୍ର //କୋରାପୁଟ (୦୩/୦୮): କୋଟପାଡ ସୌରା ସାହି ଶ୍ରୀ ଲିଙ୍ଗରାଜ ଭବନରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ରବିବାର ସନ୍ଧ୍ୟାରେ ରୀତିମତ ପୂଜାପାଠ ଓ...

ନଦୀରେ ବୁଡ଼ି ଯାଇଥିବା ମହିଳାଙ୍କୁ ଉଦ୍ଧାର କଲେ ଯୁବକ

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର ( ୦୩/୦୮): ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ଉଦୟନାଥ ପୁର ଗ୍ରାମର ବୁରୁନ୍ଦା ଦାସ ଙ୍କ ପତ୍ନୀ ସ୍ମିତାରାଣି ଦାସ (୫୮)...

ସହିଦ ପୀଠରେ ସହିଦ୍ ଙ୍କ ସ୍ମୃତି ଚାରଣ କଲେ ବରୀ ବିଧାୟିକା

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର (୦୩/୦୮): ୯୪୨ ମସିହା ରେ ହୋଇଥିବା ଭାରତଛାଡ଼ ଆନ୍ଦୋଳନରେ ଭାରତ ଦେଶ ତାର ସ୍ୱାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହୋଇଥିଲା |

Recent Comments

%d bloggers like this: