Saturday, August 8, 2020
Home Accidental Death ବଡ଼ ତେଲେନପାଲି ଗାଁରେ ବଜ୍ରାଘାତରେ ୩ମହିଳାଙ୍କ ମୃତ୍ୟୁ

ବଡ଼ ତେଲେନପାଲି ଗାଁରେ ବଜ୍ରାଘାତରେ ୩ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର (ଓଡିଶା ନ୍ୟୁଜ୨୪ବ୍ୟୁରୋ – ୨୮/୦୭): ବଜ୍ରାଘାତ ରେ ୩ ମହିଳାଙ୍କ ମୃତ୍ୟୁ | ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ବଡ଼ ତେଲେନପାଲି ଗ୍ରାମରେ ଘଟିଛି ଏ ଅଘଟଣ |

ଚାଷ କାମକୁ ଯାଇଥିବା ବେଳେ ବଜ୍ରପାତ ଫଳରେ ଘଟଣା ସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲା ଡାକ୍ତରଖାନା ରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ମାତ୍ର ୧୦ଜଣ ଚାଷୀଙ୍କ ଜୀବନ ଅଳ୍ପକେ ବର୍ତି ଯାଇଛି | ସୂଚନା ଅନୁଯାୟୀ ଆଜି ବଡ଼ ତେଲେନପାଲି ଗ୍ରାମର ଛବୀନ ଧରୁଆ ଙ୍କ ଚାଷଜମିରେ ୧୮ରୁ ଅଧିକ ଚାଷୀ କାମ କରୁଥିବା ସମୟରେ ଦିନ ୨ଟାରୁ ୩ଟା ଭିତରେ ବଜ୍ରପାତ ଘଟିଥିଲା | ସେଠାରେ ଜଣେ ମହିଳା ଚାଷୀଙ୍କ ଜୀବନ ଚାଲିଗଲା | ଆଉ ଗୁରୁତର ଚାଷୀଙ୍କୁ ଡାକ୍ତରଖାନା କୁ ଅଣାଯାଇଥିଲା ହେଲେ ସେଇଠି ଆଉ ଦୁଇ ମହିଳା ଚାଷୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: