Advertisements
Tuesday, August 4, 2020
Home District News କାଶିପୁର ପୁଅ ସତ୍ୟବ୍ରତ ରାୟଗଡା ଜିଲ୍ଲା ଟପର

କାଶିପୁର ପୁଅ ସତ୍ୟବ୍ରତ ରାୟଗଡା ଜିଲ୍ଲା ଟପର

ରିପୋର୍ଟ: ଦେବେନ୍ଦ୍ର ନାୟକ //
କାଶିପୁର (୩୦/୦୭): ରାୟଗଡା ଜିଲ୍ଲା କାଶିପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ସତ୍ୟବ୍ରତ ନାୟକ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୫୭୭ନମ୍ଵର୍ ରଖି ଜିଲ୍ଲା ଟପର ହୋଇଛନ୍ତି।

ଭବିଷ୍ୟତରେ ଜଣେ ବୌଜ୍ଞାନିକ ହେବା ପାଇଁ ଲକ୍ଷ୍ୟ ରଖିଥିବା ସତ୍ୟବ୍ରତ ନିଜ ପ୍ରତିକ୍ରିୟାରେ କହିଛନ୍ତି। ବାପା ପ୍ରସନ୍ନ କୁମାର ନାୟକ ସ୍ଥାନୀୟ ମାଣିକେଶ୍ଵରୀ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଇତିହାସ ବିଭାଗ ଅଧ୍ୟାପକ ହୋଇଥିବା ବେଳେ ମା” କବିତା ମିଶ୍ର କାଶିପୁର ଉଚ୍ଚ ବିଦ୍ୟାଳୟ ରେ ସହକାରୀ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ପରୀକ୍ଷା ପାଇଁ ଦୈନିକ ପାଞ୍ଚରୁ ସାତ ଘଣ୍ଟା ପର୍ଯ୍ୟନ୍ତ ପରିଶ୍ରମ କରୁଥିଲେ। ବାପା ମା ଙ୍କ ପ୍ରେରଣ ଏବଂ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ମାର୍ଗଦର୍ଶନ ଯୋଗୁଁ ସଫଳତା ପାଇଥିବା କହିଛନ୍ତି।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

କଣ୍ଟେନମେଣ୍ଟ ଜୋନରେ ସରକାରୀ ନିୟମକୁ ଖୋଲା ଖୋଲି ଉଲଂଘନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟଲମତାପୁଟ (ତା: ୩/୮): ମୁଖ୍ୟ ଦୈନିକ ବଜାରର କଣ୍ଟେମେଣ୍ଟ ଜୋନ ରେ ସରକାର ନିୟମକୁ ଖୋଲା ଖୋଲି ଉଲଂଘନ କରାଯାଉଛି।ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଲମତାପୁଟ...

କୋଟପାଡ ଠାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂତନ କୋଠା ଉଦଘାଟିତ

କୋରାପୁଟ (୦୩/୦୮): ରବି ଶଙ୍କର ମହାପାତ୍ର //କୋରାପୁଟ (୦୩/୦୮): କୋଟପାଡ ସୌରା ସାହି ଶ୍ରୀ ଲିଙ୍ଗରାଜ ଭବନରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ରବିବାର ସନ୍ଧ୍ୟାରେ ରୀତିମତ ପୂଜାପାଠ ଓ...

ନଦୀରେ ବୁଡ଼ି ଯାଇଥିବା ମହିଳାଙ୍କୁ ଉଦ୍ଧାର କଲେ ଯୁବକ

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର ( ୦୩/୦୮): ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ଉଦୟନାଥ ପୁର ଗ୍ରାମର ବୁରୁନ୍ଦା ଦାସ ଙ୍କ ପତ୍ନୀ ସ୍ମିତାରାଣି ଦାସ (୫୮)...

ସହିଦ ପୀଠରେ ସହିଦ୍ ଙ୍କ ସ୍ମୃତି ଚାରଣ କଲେ ବରୀ ବିଧାୟିକା

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର (୦୩/୦୮): ୯୪୨ ମସିହା ରେ ହୋଇଥିବା ଭାରତଛାଡ଼ ଆନ୍ଦୋଳନରେ ଭାରତ ଦେଶ ତାର ସ୍ୱାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହୋଇଥିଲା |

Recent Comments

%d bloggers like this: