Advertisements
Tuesday, August 4, 2020
Home District News ୪୯ ହଜାର ଟଙ୍କାର ଫାଇନ୍ ଆଦାୟ ସହ ଏକାଧିକ ଟ୍ରାକ୍ଟର ଜବତ

୪୯ ହଜାର ଟଙ୍କାର ଫାଇନ୍ ଆଦାୟ ସହ ଏକାଧିକ ଟ୍ରାକ୍ଟର ଜବତ

ରିପୋର୍ଟ: ରବିଶଙ୍କର ମହାପାତ୍ର //
କୋରାପୁଟ (୦୧/୦୮): କୋଟପାଡ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଭିନ୍ନ ବାଲିଘାଟ, ମୋରମ୍ ଖାଦାନ୍ ଏବଂ ମେଟାଲ କୁଆଁରିରୁ ଟ୍ରାକ୍ଟର ଯୋଗେ ଚାଲାଣ ହେଉଥିବା ବେଳେ ଜବତ କରାଯାଇ ସମୁଦାୟ ୪୯ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ।

ଶୁକ୍ରବାର ଏକାଧିକ ଟ୍ରାକ୍ଟରକୁ ରାଜସ୍ବ ସୁପରଭାଇଜର, ଆର୍. ଆଇ., ଏବଂ ତହସିଲଦାରଙ୍କ ଉପସ୍ଥିତିରେ ଜବତ କରାଯିବା ସହ ଫାଇନ୍ ଆଦାୟ କରାଯାଇଛି ।ଏଥି ସହ ଲଘୁ ଖଣିଜ ଚାଲାଣ କରାଯାଇଥିବା ଏକାଧିକ ଟ୍ରାକ୍ଟର ଜବତ କରାଯାଇଛି ।ଗତ ୨୬ ତାରିଖରେ “ଦଲାଲଙ୍କ କବଜାରେ କୋଟପାଡ ତହସିଲ “ନାମକ ଏକ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ତତ୍ପର ହୋଇ ଉଠିଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି ।କିରାଣିଙ୍କ ପ୍ରକୋଷ୍ଠରେ ଦଲାଲଙ୍କ ପ୍ରବେଶକୁ ନିଷେଧ କରିବା ପାଇଁ ଜିଲ୍ଲା ପ୍ରଶାସନ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

କଣ୍ଟେନମେଣ୍ଟ ଜୋନରେ ସରକାରୀ ନିୟମକୁ ଖୋଲା ଖୋଲି ଉଲଂଘନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟଲମତାପୁଟ (ତା: ୩/୮): ମୁଖ୍ୟ ଦୈନିକ ବଜାରର କଣ୍ଟେମେଣ୍ଟ ଜୋନ ରେ ସରକାର ନିୟମକୁ ଖୋଲା ଖୋଲି ଉଲଂଘନ କରାଯାଉଛି।ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ଲମତାପୁଟ...

କୋଟପାଡ ଠାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂତନ କୋଠା ଉଦଘାଟିତ

କୋରାପୁଟ (୦୩/୦୮): ରବି ଶଙ୍କର ମହାପାତ୍ର //କୋରାପୁଟ (୦୩/୦୮): କୋଟପାଡ ସୌରା ସାହି ଶ୍ରୀ ଲିଙ୍ଗରାଜ ଭବନରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ରବିବାର ସନ୍ଧ୍ୟାରେ ରୀତିମତ ପୂଜାପାଠ ଓ...

ନଦୀରେ ବୁଡ଼ି ଯାଇଥିବା ମହିଳାଙ୍କୁ ଉଦ୍ଧାର କଲେ ଯୁବକ

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର ( ୦୩/୦୮): ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ଉଦୟନାଥ ପୁର ଗ୍ରାମର ବୁରୁନ୍ଦା ଦାସ ଙ୍କ ପତ୍ନୀ ସ୍ମିତାରାଣି ଦାସ (୫୮)...

ସହିଦ ପୀଠରେ ସହିଦ୍ ଙ୍କ ସ୍ମୃତି ଚାରଣ କଲେ ବରୀ ବିଧାୟିକା

ରିପୋର୍ଟ: ସତ୍ୟଜିତ ବାରିକ //ଯାଜପୁର (୦୩/୦୮): ୯୪୨ ମସିହା ରେ ହୋଇଥିବା ଭାରତଛାଡ଼ ଆନ୍ଦୋଳନରେ ଭାରତ ଦେଶ ତାର ସ୍ୱାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହୋଇଥିଲା |

Recent Comments

%d bloggers like this: