Thursday, October 1, 2020
Home Uncategorized ସହିଦ ପୀଠରେ ସହିଦ୍ ଙ୍କ ସ୍ମୃତି ଚାରଣ କଲେ ବରୀ ବିଧାୟିକା

ସହିଦ ପୀଠରେ ସହିଦ୍ ଙ୍କ ସ୍ମୃତି ଚାରଣ କଲେ ବରୀ ବିଧାୟିକା

ରିପୋର୍ଟ: ସତ୍ୟଜିତ ବାରିକ //
ଯାଜପୁର (୦୩/୦୮): ୯୪୨ ମସିହା ରେ ହୋଇଥିବା ଭାରତଛାଡ଼ ଆନ୍ଦୋଳନରେ ଭାରତ ଦେଶ ତାର ସ୍ୱାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହୋଇଥିଲା |

ସେଥିରେ ଯୋଗ ଦେଇଥିଲେ ବରୀ ଅଞ୍ଚଳର ୪ଜଣ ସଂଗ୍ରାମୀ ସାଉଁଟି, ସାନନ୍ଦ,ମାୟାଧର, ହାଡିବନ୍ଧୁ ଓ ସହିଦ ମଧ୍ୟ ହୋଇଥିଲେ ଇଂରେଜୀ ମାନଙ୍କ ଗୁଳିରେ। ଆଜି ସେହି ରକ୍ତତୀର୍ଥ କଳାମାଟିଆ ଠାରେ ଥିବା ସହିଦ୍ ସ୍ମୃତି ସ୍ତମ୍ଭରେ ବରୀ ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ ପୁଷ୍ପା ମାଲ୍ୟ ଅର୍ପଣ କରି ମାନେ ପକେଇଛନ୍ତି ସେହି ମହାନ୍ ବୀର ପୁରୁଷ ଙ୍କୁ।ପ୍ରତିବର୍ଷ ଏହି କାର୍ଯ୍ୟକ୍ରମ ବହୁ ଆଡମ୍ବରରେ ପାଳନ କରାଯାଉଥିଲେ ବି ଚଳିତ ବର୍ଷ ମହାମାରୀ କରୋନା ସଂକ୍ରମଣ ଯୋଗୁଁ ବରୀ ବିଧାୟିକା ସରକାରୀ ନିୟମ ପାଳନ କରିବା ସହିତ କିଛି ହାତ ଗଣତି ବିଶିଷ୍ଟ ବ୍ୟକ୍ତି ଓ ସରକାରୀ ଅଧିକାରୀଙ୍କ ସହ କଳାମାଟିଆ ସହିଦ୍ ପୀଠ କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ବିଧାୟିକା ଙ୍କ ସମେତ ସ୍ଥାନୀୟ ସରପଂଚ ସମୀର ମଲ୍ଲିକ,ସମାଜସେବୀ ବୃନ୍ଦାବନ ସାମଲ,କୁଞ୍ଜବିହାରି ଦାସ,ଆଡଭୋକେଟ ବିରଜା ପ୍ରସାଦ ପରିଡା,ପ୍ରାକ୍ତନ ଜିଲ୍ଲା ପରିଷଦ ସଭ୍ୟ ଦେବେନ୍ଦ୍ର ଦାସଙ୍କ ସମେତ ଅନ୍ୟାନ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ।ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ବିଧାୟିକା ଶ୍ରୀମତୀ ଦାସଙ୍କ ନେତୃତ୍ୱରେ ବରୀ ଅଂଚଳର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିବା ଦେଖିବାକୁ ମିଳିଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: