Thursday, October 1, 2020
Home District News ନଦୀରେ ବୁଡ଼ି ଯାଇଥିବା ମହିଳାଙ୍କୁ ଉଦ୍ଧାର କଲେ ଯୁବକ

ନଦୀରେ ବୁଡ଼ି ଯାଇଥିବା ମହିଳାଙ୍କୁ ଉଦ୍ଧାର କଲେ ଯୁବକ

ରିପୋର୍ଟ: ସତ୍ୟଜିତ ବାରିକ //
ଯାଜପୁର ( ୦୩/୦୮): ଯାଜପୁର ଜିଲ୍ଲା ବରୀ ବ୍ଲକ ଅନ୍ତର୍ଗତ ଉଦୟନାଥ ପୁର ଗ୍ରାମର ବୁରୁନ୍ଦା ଦାସ ଙ୍କ ପତ୍ନୀ ସ୍ମିତାରାଣି ଦାସ (୫୮) ଆଜି ସକାଳେ ଖରସ୍ରୋତା ଶାଖା ଚିଙ୍ଗୁଡିଆ ନଦୀ ରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ ।

ଏହି ବ୍ଲକ ଭୂରୁଙ୍ଗା ଗ୍ରାମର ଯୁବକ ଭ୍ରମର ମଲ୍ଲିକ ରତଳାଙ୍ଗ ଗ୍ରାମକୁ ନିଜର କବାଡିଆ ବ୍ୟବସାୟ ପାଇଁ ଆସିଥିବା ବେଳେ ହଟାତ୍ ନଦୀ ରେ କିଏ ଭାସୁଥିବା ଦେଖି ନଦୀକୁ ଡେଇଁ ପଡ଼ିଲେ ଆଉ ନିଜର ସାହସିକତା ର ପ୍ରମାଣ ଦେଇ ଉଦ୍ଧାର କରିଲେ ଉକ୍ତ ମହିଳା ଙ୍କୁ। ଉଦ୍ଧାର ମହିଳା ଙ୍କୁ ସଙ୍ଗେ ସଙ୍ଗେ ବରୀ ରାମଚନ୍ଦ୍ରପୁର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ ଙ୍କୁ ନେଇଥିଲେ ସେଠାରେ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡିୟୁଟି ରେ ଥିବା ଡାକ୍ତର କହିଛନ୍ତି। ଭ୍ରମର ର ଙ୍କ ଏଭଳି ସାହସିକତା ବରୀ ଅଞ୍ଚଳ ଆଜି ତାଙ୍କୁ ସାଧୁବାଦ ଜଣାଉଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: