Thursday, October 1, 2020
Home Business & Private କୋଟପାଡ ଠାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂତନ କୋଠା ଉଦଘାଟିତ

କୋଟପାଡ ଠାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନୂତନ କୋଠା ଉଦଘାଟିତ

କୋରାପୁଟ (୦୩/୦୮): ରବି ଶଙ୍କର ମହାପାତ୍ର //
କୋରାପୁଟ (୦୩/୦୮): କୋଟପାଡ ସୌରା ସାହି ଶ୍ରୀ ଲିଙ୍ଗରାଜ ଭବନରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ରବିବାର ସନ୍ଧ୍ୟାରେ ରୀତିମତ ପୂଜାପାଠ ଓ ହୋମ ଯଜ୍ଞ ପୂର୍ବକ ଉଦଘାଟନ ହୋଇଯାଇଛି ।

ଆଜି ସକାଳ ୯ଟା ୩୦ ମିନିଟ ସମୟରେ ବ୍ୟାଙ୍କ୍ କର୍ତୃପକ୍ଷଙ୍କ ଦ୍ବାରା ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି । SBI ର କୋଟପାଡ ଶାଖା ଏଥି ପୂର୍ବରୁ ବହୁ ବର୍ଷ ଧରି କୋଟପାଡ଼ -ହରିଡାପୁଟ ରାସ୍ତାରେ କାମ କରି ଆସୁଥିଲା ଏବଂ ସେହି ସ୍ଥାନରେ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେବା ସହ ଦଲାଲଙ୍କ ଭିଡ ଲାଗି ରହୁଥିଲା ।ବର୍ତ୍ତମାନର ନୂତନ କୋଠାରେ ୟୋନୋ ଏବଂ C. D. M.ର ବ୍ୟବସ୍ଥା ଥିବାରୁ ଗ୍ରାହକଙ୍କ ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି ବ୍ୟାଙ୍କ୍ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି ।

ଉକ୍ତ ନୂତନ କୋଠାରେ ଦଲାଲଙ୍କର ପ୍ରବେଶକୁ ନିଷେଧ କରିବା ପାଇଁ ସାଧାରଣରେ ଦାବି ହେଉଛି ।ଆଜିର ଏହି ଅବସରରେ ଶାଖା ପରିଚାଳକ ଶ୍ରୀ ଗୁଣ୍ଠୁରୁ ଗୌରୀପ୍ରସାଦ, ଚନ୍ଦ୍ରମୋହନ ସିଂ, ଟିକେଶ୍ବର କଅଁର, ସନ୍ଦୀପ ସ୍ବାଇଁ, ସଦାନନ୍ଦ ପାଣିଗ୍ରାହୀ, ସଞ୍ଜୟ ମିଶ୍ର, ପୋଲାକି ମହେଶ, ପି. ଶ୍ରୀନିବାସ, ନୀଳମଣି ବେହେରାଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: