Thursday, October 1, 2020
Home District News ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ରିପୋର୍ଟ: ମିନା ବେହେରା //
ବନ୍ଧୁଗାଁ (ତା୫:୮:୨୦): ବନ୍ଧୁଗାଁ ବ୍ଲକଠାରେ ଆଜି ପୋଲିସ ବିଭାଗର ସମସ୍ତ ଅଧ8କାରୀ,ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ ବନ ବିଭାଗର ରେଞ୍ଜର କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ଉପିସ୍ତିତରେ ଆଜି ନିଜ କାର୍ଯ୍ୟାଳୟରେ ନିରବ ପ୍ରାର୍ଥନା କରିଥିଲେ |

କୋଭିଡ ଭୁତାଣୁ ମହାମାରୀ ବର୍ତ୍ତମାନ ସାରା ଦେଶରେ ଭୟଙ୍କର ରୁପ ନେଇ ହୁହୁ ହୋଇ ବଢିଥିବାରୁ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ଅନୁଯାଇ ଆଜି ଗୋଟିଏ ମିନିଟ ସମୟ ସାଵଧାନ ସହ ଶାନ୍ତ ଭାବରେ ତା ୫/୮/୨୦ ରିଖର ସନ୍ଧ୍ୟା ୬ ଠାରୁ ୬: ୧ ମିନିଣ୍ଟ ପର୍ଯ୍ୟନ୍ତ ନିଜ ଦାୟିତ୍ୱ ଠିକ ଓ ସୁଚାର ଭାବରେ ତୁଲାଇବି ଓ ମୁଁ ଜଣେ ଓଡିଶାବାସି ଭାବରେ ଶପଥ କରିଥିଲେ | ମୁଁ କୋଭିଡ ଯୋଦ୍ଧା ମାନଙ୍କୁ ପୁରା ସହଯୋଗ ଓ ସନମାନ ଦେବୀ, ପ୍ରତିଟି ଲଢେଇ ଆମର ଲଢେଇ,ଏଇ ଲଢେଇରେ ମୁବି ଲଢେଇ କରିବି ଓ କୋଭିଡ ଯୋଧ୍ୟାଙ୍କ ତ୍ୟାଗ, ନିଷ୍ଠା ଉସ୍ତୋର୍ଗୀ ସେବାକୁ ମୁଁ ଉତ୍ସାହିତ କରିବି, ସେମାନଙ୍କ ବଳିଦାନକୁ ବ୍ୟର୍ଥ ହବାକୁ ଦେବୀ ନାହିଁ, ମୁଁ କୋଭିଡ ନିୟୋମ ପାଳନ କରିବି ଓ ଅନ୍ୟମାନଙ୍କୁ ଏଥିପାଇଁ ସଚେତନ କରିବି ଓ କରନା ବିରୁଦ୍ଧ ଲଢ଼େଇକୁ ମଜଭୁତ କରିବି ବୋଲି ଶପଥ ପାଠ କରିଥିଲେ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: