Thursday, October 1, 2020
Home District News Balangir ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,ବଲାଙ୍ଗୀରରେ ୩୭

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,ବଲାଙ୍ଗୀରରେ ୩୭

ବଲାଙ୍ଗୀର (ଓଡିଶା ନ୍ୟୁଜ୨୪-ବ୍ୟୁରୋ-୦୭/୦୮): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨୫୫୦କୁ ବୃଦ୍ଧି ପାଇଛି । ଆଜି ବଲାଙ୍ଗୀର ରେ ୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ଖୋର୍ଦ୍ଧାରେ ୨୯୮ ଓ ସର୍ବନିମ୍ନ ନୂଆପଡାରେ ଜଣେ ଚିହ୍ନଟ ହୋଇଛନ୍ତି | ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।https://twitter.com/IPR_Odisha/status/1291608738709692416?s=20

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: