Thursday, October 1, 2020
Home District News ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

ରିପୋର୍ଟ: ଏନ.ସନ୍ତୋଷ କୁମାର //
ବୈପାରିଗୁଡା (୧୫/୦୮): ବୈପାରିଗୁଡା ବ୍ଲକ ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି l

କରୋନା ପରି ମହାମାରୀ ପରିସ୍ଥିତିରେ ଦେଶର ଆର୍ଥିକ ଅଭାବକୁ ଦୃଷ୍ଟିରେ ରଖି ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ସରକାରଙ୍କୁ ଆର୍ଥିକ ସହାୟତା ପ୍ରାଦନ ପାଇଁ ନିଷ୍ପତି ନିଆଯାଇଥିଲା l ପୁର୍ବତନ ବ୍ଲକ ଅଧକ୍ଷ ନରେନ୍ଦ୍ର କାନ୍ଦୁଲିଆ ଓ ପଂଚାୟତ ସଭାପତି ନିଳଖଣ୍ଠ ଖଡାଙ୍କ ଚେଷ୍ଟାରେ ଏବଂ ବାଲିଗାଁ ପଂଚାୟତର ସମସ୍ତ ବିଜେପି କର୍ମୀଙ୍କୁ ସହାୟତାରେ ପାଞ୍ଚ ହଜାର ଟଙ୍କା ସଂଗହ କରାଜିଥିଲା l ଏହି ଅର୍ଥରାଶି ସ୍ଥାନୀୟ ବିଡ଼ିଓ ଅଭିମନ୍ୟୁ କବିସତପଥୀ ଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଛନ୍ତି । କରୋନା ପରି ଘଡିସନ୍ଧି ସମୟ ରେ ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଶାସନକୁ ଆର୍ଥିକ ସହାୟତା ସାଧାରଣରେ ପ୍ରଶଂସା ହେଉଛି l

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: