Thursday, October 29, 2020
Home District News ୧୧ଟି ପିକପ ଗାଡି ସହ ୪୪ ପୋଢ଼ ଓ ୧୭ ଜଣକୁ ଅଟକ ରଖିଛି କଲ୍ୟାଣସିଂହପୁର...

୧୧ଟି ପିକପ ଗାଡି ସହ ୪୪ ପୋଢ଼ ଓ ୧୭ ଜଣକୁ ଅଟକ ରଖିଛି କଲ୍ୟାଣସିଂହପୁର ପୁଲିସ

ରିପୋର୍ଟ: ଅକ୍ଷୟ କୁମାର ପିଡ଼ିସିକା //
କଲ୍ୟାଣସିଂହପୁର (ତା-୧୭/୦୮/୨୦୨୦): କଳାହାଣ୍ଡି ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ପୋଢ଼ ଚୋର ଚାଲାଣ ବେଳେ ୧୧ଟି ପିକଅପ ଗାଡି ସହ ୪୪ଟି ପୋଢ଼ ଉଦ୍ଧାର ଓ ୧୭ଜଣଙ୍କୁ ଅଟକ ରଖି ପଚାର ଉଚରା କରୁଛି ପୋଲିସ ।

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇ ବିଳମ୍ବିତ ରାତିରେ ଘଟଣା ସ୍ଥଳ ଧାମୁଣିପଙ୍ଗା ଗ୍ରାମ ନିକଟରୁ ୬ଟି ବ୍ୟାନ ଓ ସାଇନଗର ଗ୍ରାମ ନିକଟରୁ ୫ଟି ପିକଅପ ବ୍ୟାନକୁ ଜବତ କରିଛି । ଏହି ଚାଲାଣ ହେଉଥିବା ପୋଢ଼ର ଆନୁମାନିକ ମୂଲ୍ୟ ପ୍ରାୟ ୧୦ଲକ୍ଷରୁ ଅଧିକ ଟଙ୍କାର ବୋଲି ଜଣା ପଡ଼ିଛି । ତେବେ ଦୀର୍ଘଦିନ ଧରି ଏପରି ଚୋରା ଚାଲାଣ ହେଉଥିବା ପୋଲିସ ଅନୁମାନ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଏହି ୧୭ଜଣ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସେପ୍ଟେମ୍ବର ମାସର ଦରମା ପାଇନାହାନ୍ତି ଜୁନାଗଡ ଆରଏମସି କର୍ମଚାରୀ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // ଜୁନାଗଡ଼ (୨୮/୧୦): କଳାହାଣ୍ଡି ତା.୨୮.୧୦.୨୦୨୦ ଅକ୍ଟୋବର ଶେଷ ହେବାକୁ ବସିଲାଣି ଜୁନାଗଡ ନିୟନ୍ତ୍ରିତ ବଜାର କମିଟୀ (ଆରଏମସି) ର କର୍ମଚାରୀ ମାନେ ସେପ୍ଟେମ୍ବର ମାସର ଦରମା ପାଇପାରିନଥିବା ଜଣାପଡିଛି...

ରାୟଗଡ଼ା ସାମ୍ବାଦିକ ସୁଶାନ୍ତ ଦାସଙ୍କ ବଡବାପା ରତ୍ନାକର ଦାସଙ୍କ ପରଲୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୨୮/୧୦): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଚନ୍ଦନ ନଗର ଗ୍ରାମପଞ୍ଚାୟତ ଅଧୀନସ୍ଥ ଗୋପ୍ତିରା ଗ୍ରାମର ଶ୍ରୀଯୁକ୍ତ ରତ୍ନାକର ଦାସ ଙ୍କ ଗତ ରବିବାର ରାତ୍ର...

ଏସାର- ଗୁରୁକୁଳ ର ଭାରତ କାର୍ଯ୍ୟାଳୟ ଉଦଘାଟିତ

ରିପୋର୍ଟ: ସତ୍ୟଜିତ ବାରିକ // ଭୁବନେଶ୍ୱର / ନୂଆଦିଲ୍ଲୀ / ମାଞ୍ଚେଷ୍ଟର - ୨୭.୧୦): ଭାରତ ବର୍ଷର ପ୍ରାଚୀନ ଗୁରୁକୁଳ ଶିକ୍ଷା ପରମ୍ପରା ଖୁବ ମହାନ ଓ ମହିମାମୟ ଥିଲା ବୋଲି ଓଡିଶା ବିଧାନ...

ଯୁବକଙ୍କ ଶବ ଉଦ୍ଧାର, ହତ୍ୟା ଅଭିଯୋଗ

ରିପୋର୍ଟ: ଚିତ୍ତରଞ୍ଜନ ବାଗ // ଗୋଲାମୁଣ୍ଡା (୨୭/୧୦): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ପୁଲିସ ଦ୍ଵାରା ଗତ କାଲି ସନ୍ଧ୍ୟା ସମୟରେ ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଗଇଣ୍ଡି ମୁଣ୍ଡା ଠାରେ ଜଣେ ଯୁବକଙ୍କ ଶବ ଉଦ୍ଧାର...

Recent Comments

%d bloggers like this: