Tuesday, September 29, 2020
Home Corona Breaking ଆଜି ବଲାଙ୍ଗୀର ରେ ୧୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ , ରାଜ୍ୟରେ ମୋଟ ୩୭୪୮

ଆଜି ବଲାଙ୍ଗୀର ରେ ୧୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ , ରାଜ୍ୟରେ ମୋଟ ୩୭୪୮

ଭୁବନେଶ୍ୱର (୦୯/୦୯): ରାଜ୍ୟରେ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଓ ଭବନେଶ୍ୱରରୁ ୨ଜଣ ,ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ପୁରୀ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ଜିଲ୍ଲା ଅନୁଯାୟୀ ଦେଖିବାକୁ ଗଲେ ଅଧିକତମ ଖୋର୍ଦ୍ଧା ରେ ୬୧୫ ଜଣ ଓ ନ୍ୟୁନତମ ମୟୁରଭଞ୍ଜ ରେ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସେହିପରି ଅନୁଗୁଳ ୫୭, ବାଲେଶ୍ୱର ୧୦୩, ଭଦ୍ରକ ୯୨, ବରଗଡ଼ ୪୬, ବଲାଙ୍ଗୀର ୧୬୩, ବୌଧ ୫୮, କଟକ ୩୯୨, ଦେବଗଡ଼ ୨୪, ଢେଙ୍କାନାଳ ୬୫, ଗଜପତି୩୩, ଗଂଜାମ ୭୧, ଜଗତସିଂପୁର ୯୪, ଯାଜପୁର୧୪୦, ଝାରସୁଗୁଡା ୭୦, କଳାହାଣ୍ଡି ୩୮, କନ୍ଧମାଳ ୮୫, କେନ୍ଦ୍ରାପଡା ୧୧୬, କେଉଁଝର ୬୩, କୋରାପୁଟ ୯୭, ମାଲକାନଗିରି ୨୧, ନବରଙ୍ଗପୁର ୧୨୧, ନୟାଗଡ଼ ୬୯, ନୂଆପଡା ୧୦୭, ପୁରୀ ୩୮୭, ରାୟଗଡା ୮୨, ସମ୍ବଲପୁର ୭୯, ସୋନପୁର ୧୨୪, ସୁନ୍ଦରଗଡ଼ ୧୫୭ ଓ ଓଡିଶା ପୋଲିସ ର ୧୭୬ ଯବାନ ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: