Tuesday, September 29, 2020
Home Corona Breaking ଆଜି ବଲାଙ୍ଗୀର ରେ ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୩୯୯୬

ଆଜି ବଲାଙ୍ଗୀର ରେ ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୩୯୯୬

ଭୁବନେଶ୍ୱର (୧୧/୦୯): ରାଜ୍ୟରେ ଆଜି ୩୯୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୨୩୫୯ ଓ ସ୍ଥାନୀୟ ସଂକ୍ରମଣ ୧୬୩୭ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି |

ଆଜି ଜିଲ୍ଲା ଅନୁଯାୟୀ ଦେଖିବାକୁ ଗଲେ ଅଧିକତମ ଖୋର୍ଦ୍ଧା ରେ ୬୦୬ ଜଣ ଓ ନ୍ୟୁନତମ ଦେବଗଡ଼ରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସେହିପରି ଅନୁଗୁଳ ୧୩୮, ବାଲେଶ୍ୱର ୨୦୯, ଭଦ୍ରକ ୧୧୨, ବରଗଡ଼ ୯୭, ବଲାଙ୍ଗୀର ୧୨୪, ବୌଦ୍ଧ ୩୯, କଟକ ୩୫୪, ଢେଙ୍କାନାଳ ୮୭, ଗଜପତି ୨୫, ଗଂଜାମ ୮୯, ଜଗତସିଂପୁର ୧୨୨, ଯାଜପୁର ୧୧୯, ଝାରସୁଗୁଡା ୭୯, କଳାହାଣ୍ଡି ୫୮, କନ୍ଧମାଳ ୪୭, କେନ୍ଦ୍ରାପଡା ୧୩୦, କେଉଁଝର ୬୦, କୋରାପୁଟ ୯୩, ମାଲକାନଗିରି ୪୭, ମୟୁରଭଞ୍ଜ ୧୬୦, ନବରଙ୍ଗପୁର ୧୫୧, ନୟାଗଡ଼ ୭୭, ନୂଆପଡା ୧୦୩, ପୁରୀ ୨୭୯, ରାୟଗଡା ୧୦୫, ସମ୍ବଲପୁର ୯୧, ସୋନପୁର ୯୧, ସୁନ୍ଦରଗଡ଼ ୮୮ ଓ ଓଡିଶା ପୋଲିସର ୨୦୬ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: