Sunday, September 20, 2020
Home Corona Lockdown ବିଜେପୁରରୁ ଭାଜପାର ବିଶୋଧନ ଅଭିଯାନ ଆରମ୍ଭ

ବିଜେପୁରରୁ ଭାଜପାର ବିଶୋଧନ ଅଭିଯାନ ଆରମ୍ଭ

ରିପୋର୍ଟ – ନିରୋଜ କୁମାର ପାଣୀ //
ପଦ୍ମପୁର, ତା ୧୪ ୵ ୯ ୵ ୨୦): ବରଗଡ଼ ଜିଲ୍ଲା ବିଜେପୁର ସହରରୁ କରୋନା ମହାମାରୀରୁ ଜନସାଧାରଣଙ୍କ ଧନ ଜୀବନକୁ ସୁରକ୍ଷା ପାଇଁ ବିଶୋଧନ ଅଭିଯାନ ସୋମବାର ସନ୍ଧ୍ଯାରୁ ଆରମ୍ଭ ହୋଇଛି।

ବରଗଡ଼ ଲୋକସଭା ସାଂସଦ ସୁରେଶ ପୁଜାରୀଙ୍କ ନିର୍ଦ୍ଦେଶରେ ଏମସିଏଲ ପକ୍ଷରୁ ଏକ ବିଶୋଧନ ଯାନ ବିଜେପୁର ପହଞ୍ଚିଛି। ସ୍ଥାନୀୟ ବସଷ୍ଟାଣ୍ଡରୁ ଏହି ଅଭିଯାନ ଆରମ୍ଭ ହୋଇ ସହରର ବିଭିନ୍ନ ଅଞ୍ଚଳକୁ ବିଶୋଧନ କରିଛି। ଆଗାମୀ ଦିନରେ ଏହି ବ୍ଲକର ବିଭିନ୍ନ ଅଞ୍ଚଳକୁ ବିଶୋଧନ କରାଯିବ ବୋଲି ଭାଜପା ପକ୍ଷରୁ ସୂଚନା ଦିଆଯାଇଛି। ବିଜେପୁର ନିର୍ବାଚନ ମଣ୍ଡଳୀର ଉଦୀୟମାନ ନେତା ସନତ କୁମାର ଗଡତୀୟା ଏହି ଅଭିଯାନର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ଯରେ ମହେଶ ଦେବତା, ରଞ୍ଜିତ ମେହେର ପ୍ରମୁଖ ବହୁ ଭାଜପା ନେତା କର୍ମୀଗଣ ସାମିଲ ହୋଇଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପଦୋନ୍ନତି

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ ତା୧୯/୯/୨୦): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ବନ୍ଧୁଗାଁ ଶିକ୍ଷା ବିଭାଗ କାର୍ଯ୍ୟଳୟର ବିଭିନ୍ନ ସ୍କୁଲର କାର୍ଯ୍ୟରତ ଶିକ୍ଷକଙ୍କ...

ବନ୍ଧୁଗାଁ ବ୍ଲକରେ ନୂତନ ତହସିଲଦାରଙ୍କ ଯୋଗଦାନ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ ତା୧୯/୯/୨୦): ବନ୍ଧୁଗାଁ ତହସିଲ କାର୍ଯ୍ୟାଳୟରେ ନୂତନ ତହସିଲଦାର ଭାବେ ସୀମାଞ୍ଚଳ ପାତ୍ର ଯୋଗ ଦେଇଛନ୍ତି । ସେ ପୁର୍ବେ କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ ଠାରେ ଆଡିସନାଲ ତହସିଲଦାର...

ଉତ୍କଳ ଆଲୁମିନାର (ସିଏସଆର) ଦ୍ୱାରା ୭ଟି ଗାଁରେ ୧୧୮ଗୋଟି ହ୍ୟାଣ୍ଡପମ୍ପ ସ୍ଥାପନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୯/୦୯): ରାୟଗଡା ଜିଲ୍ଲା ଅନ୍ତର୍ଗତ ଟିକିରି ଓ ଆଖପାଖ ଅଞ୍ଚଳ ଗୁଡିକରେ ବିଶୁଦ୍ଧ ପାନୀୟ ଜଳର ବିକଟ ଅଭାବ ପରିଲକ୍ଷିତ ହୋଇଛି ଲ ଏହିପରି ଏକ...

ଆମ୍ଵାଦଳାରେ ଵଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ମୁନିଗୁଡା (୧୯/୯/୨୦): ରାୟଗଡା ଜିଲ୍ଲା ମୁନିଗୁଡା ଵ୍ଲକ ଆମ୍ବାଦଳା ବଡ ହରିଜନ ସାହିରେ ଆଜି ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, ଜଣେ ଗୁରୁତର ଅବସ୍ଥାରେ...

Recent Comments

%d bloggers like this: