Tuesday, September 29, 2020
Home Accidental Death କାର ଓ ଟ୍ରକ ମୁହାଁମୁହିଁ ଧକ୍କା - ୨ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର

କାର ଓ ଟ୍ରକ ମୁହାଁମୁହିଁ ଧକ୍କା – ୨ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା-୧୫ /୦୯ /୨୦): ସେସଖାଲ ଥାନା ଅନ୍ତର୍ଗତ ହାମଶା ଛକ ନିକଟରେ ରାୟଗଡାରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ କାରକୁ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହିତ ଧକ୍କା ହେବାରୁ ଘଟଣା ସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।

ଗୁରୁତର ଆହତଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: