Tuesday, September 29, 2020
Home Death Case ପଲ୍ଲୀ କବି ଭଟଙ୍ଗ ସାହୁ ପରଲୋକ

ପଲ୍ଲୀ କବି ଭଟଙ୍ଗ ସାହୁ ପରଲୋକ

ରିପୋର୍ଟ – ନିରୋଜ କୁମାର ପାଣୀ //
ପଦ୍ମପୁର, ତା ୧୬/୯/୨୦): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ତ ଗାଇସିଲେଟ ବ୍ଲକ ତାଳପାଲି ଗ୍ରାମର ପଲ୍ଲୀ କବି ଭଟଙ୍ଗ ସାହୁ ୭୨ଙ୍କ ବୟସରେ ବୁଧବାର ଦିନ ପରଲୋକ ହୋଇଯାଇଛି ।

ଆଜକୁ ନଅ ଦିନ ତଳେ ତାଙ୍କର ସ୍ତ୍ରୀଙ୍କର ମଧ୍ୟ ପରଲୋକ ହୋଇଥିଲା । ସେଥିପାଇଁ ତାଙ୍କର ସ୍ବାସ୍ଥ୍ୟ ଅବସ୍ଥା ଭଲ ନ ଥିଲା । ପଲ୍ଲୀ କବି ସ୍ବର୍ଗତ ସାହୁ ଗାଇସିଲେଟ ଅଞ୍ଚଳରେ ବିଭିନ୍ନ ଅନୁଷ୍ଠାନ ରୁ ତାଙ୍କୁ ସମ୍ମାନିତ କରା ଯାଇଥିଲା । ତାଙ୍କର ତିନୋଟି ପୁଅ,ପୁତ୍ରବଧୂ,ନାତି ନାତୁଣୀଙ୍କୁ ଛାଡି ଯାଇଛନ୍ତି । ତାଙ୍କର ପ୍ରାର୍ଥବ ଶରୀର କୁ ତାଳପାଲି ଗ୍ରାମରେ ପରିକ୍ରମା କରି ଅଙ୍ଗନଦୀର ଶ୍ମଶାନକୁ ନିଆ ଯାଇଥିଲା । ହିନ୍ଦୁ ଧର୍ମର ନିତି ଅନୁଶାରେ ତାଙ୍କର ବଡ ପୁଅ ମୁଖାଗ୍ନି ଦେଇଥିଲେ । ଏହି ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: