Tuesday, September 29, 2020
Home District News ଲଉଡିଦରହା ସମବାୟ ସମିତିକୁ ଛୁଇଁଲା କରୋନା

ଲଉଡିଦରହା ସମବାୟ ସମିତିକୁ ଛୁଇଁଲା କରୋନା

ରିପୋର୍ଟ – ନିରୋଜ କୁମାର ପାଣୀ //
ପଦ୍ମପୁର,ତା୧୬/୯/୨୦): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲଉଡିଦରହା ପଞ୍ଚାୟତ ର ଲଇଡିଦରହା ଏବଂ ଡୁଙ୍ଗୁରିପାଲି ଗ୍ରାମରେ କରୋନା ହୋଇଥିବା ଜଣାପଡିଛି ।

ଲଉଡିଦରହା ଗ୍ରାମ ପଞ୍ଚାୟତ ର ସରପଞ୍ଚ ବଳରାମ ଖମାରୀ ଡୁଙ୍ଗରିପାଲି ଗ୍ରାମ କୁ ୧୬/୯/୦୨୦ ଠାରୁ ୧୮/୯/୦୨୦ ପର୍ଯ୍ୟନ୍ତ ସଟ ଡାଉନ ଘୋଷଣା କରିଛନ୍ତି।ଲଉଡିଦରହା ସମବାୟ ସମିତିର ୪ଜଣ କର୍ମଚାରୀ ଙ୍କୁ କରୋନା ଆକ୍ରାନ୍ତ ହୋଇ ଥଣ୍ଡା,କାଶ, ଜ୍ଵର ଆଜି ହୋଇଥିବାରୁ ସେମାନଙ୍କୁ ହୋମ ଆଇଶୋଲେସନ ରେ ରହିବାକୁ ପରାମର୍ଶ ଦିଆଯାଇଛି।ପ୍ରତିଦିନ ବହୁ ସଂଖ୍ୟା ରେ ଚାଷୀ ମାନେ ସମବାୟ ସମିତିକୁ ଆସୁଥିବାରୁ ସଂକ୍ରମଣ କୁ ପ୍ରତିରୋଧ କରିବା ନିମନ୍ତେ ଚାଷୀମାନଙ୍କ ପ୍ରବେଶ ଉପରେ ରୋକ ଲଗାଇ ସଙ୍ଗେ ସଙ୍ଗେ ସମିତିର ଅନ୍ୟ ଏକ କର୍ମଚାରୀ ଦେବରାଜ ସାହୁ ସମବାୟ ସମିତି ଅଧୀନରେ ଥିବା ବିଭିନ୍ନ ଗ୍ରାମ ମାନଙ୍କୁ ଯାଇ ଚାଷୀମାନଙ୍କୁ ସୂଚନା ଦେଇଥିଲେ।ଚାଷୀମାନେ ଏହା ଜାଣିବା ପରେ କେତେକ ଚାଷୀ ତାଙ୍କ ନିଜ ନିଜ ଗ୍ରାମ ର ଦେବାଳୟ ଠାରେ ଦୀପ ଦାନ କରି ତାଙ୍କର ଆରୋଗ୍ୟ କାମନା କରିଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

ଅନ୍ଧବିଶ୍ୱାସ ଓ ଗୁଣିଗାରେଡି ସନ୍ଦେହରେ ଗଲା ଦୁଇ ଜୀବନ

ରିପୋର୍ଟ୍ - ଜଗନ୍ନାଥ ଦଳେଇ // ଖଇରପୁଟ (୨୮/୯): ମାଲକାନଗିରି ଜିଲ୍ଲାରେ ଏବେ ବି ଅନ୍ଧବିଶ୍ୱାସ ଆୟାରେ ଛନ୍ଦିହୋଇ ରହିଛନ୍ତି ଆଦିବାସୀ । ଦିନକୁ ଦିନ କମିବା ବଦଳରେ ବଢୁଛି ଅନ୍ଧବିଶ୍ୱାସ । ଗଡୁଛି...

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ // ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ । ଗତକାଲି ରାତିରେ ଘରୁ...

Recent Comments

%d bloggers like this: