Thursday, October 22, 2020
Home District News ବନ୍ଧୁଗାଁ ବ୍ଲକରେ ନୂତନ ତହସିଲଦାରଙ୍କ ଯୋଗଦାନ

ବନ୍ଧୁଗାଁ ବ୍ଲକରେ ନୂତନ ତହସିଲଦାରଙ୍କ ଯୋଗଦାନ

ରିପୋର୍ଟ: ମିନା ବେହେରା //
ବନ୍ଧୁଗାଁ ତା୧୯/୯/୨୦): ବନ୍ଧୁଗାଁ ତହସିଲ କାର୍ଯ୍ୟାଳୟରେ ନୂତନ ତହସିଲଦାର ଭାବେ ସୀମାଞ୍ଚଳ ପାତ୍ର ଯୋଗ ଦେଇଛନ୍ତି ।

ସେ ପୁର୍ବେ କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ ଠାରେ ଆଡିସନାଲ ତହସିଲଦାର ଭାବରେ କାର୍ଯ୍ୟ କରି ଅଞ୍ଚଳରେ ବହୁତ ସୁନାମ ପାଇଥିଲେ ଓ ଲୋକଙ୍କ ସହ ମିଳିମିଶି ନିଜ କାର୍ଯ୍ୟକୁ ସୁଚାରୁ ରୂପେ ପାଳନ କରୁଥିଲେ | ଗତ ତା ୧୧/୯/୨୦ ରିଖରେ ନାରାୟଣ ପାଟଣା ବ୍ଲକର ତହସିଲଦାର ଶ୍ରୀ ଅଭିଷେକ ଦାସଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଥିଲେ । ନିଜ ଗ୍ରାମ କଳାହାଣ୍ଡି ଜିଲାର ଭବାନୀ ପାଟଣା ଠାରେ ପରିବାରଙ୍କ ସମେତ ସେଠାରେ ରହୁଛନ୍ତି । ସ୍ଥାନୀୟ ବନ୍ଧୁଗାଁ ବ୍ଲକ ଠାରେ ବସବାସ କରୁଥିବା ସମସ୍ତ ପ୍ରକାର ଜମିଜମା ସମସ୍ୟା ଉପରେ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ସମାଧାନ, ଘରଡିହ ଓ ପଟ୍ଟା ଇତ୍ୟାଦି ଗୁଡିକ ଗୁରୁତ୍ୱ ଦେଇ କାର୍ଯ୍ୟକୁ ସୁଚାରୁ ରୂପରେ କରିବି ବୋଲି ନିଜ ପ୍ରତିକ୍ରିୟାରେ ଗଣମାଧ୍ୟମକୁ ଜଣାଇଛନ୍ତି | ଶ୍ରୀ ଦାସ ଏହା ବି କହିଲେ କି ସ୍ଥାନୀୟ ସବୁବର୍ଗର ଲୋକ ଓ ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରଧ କରିଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: