Thursday, October 22, 2020
Home District News ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପଦୋନ୍ନତି

ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପଦୋନ୍ନତି

ରିପୋର୍ଟ: ମିନା ବେହେରା //
ବନ୍ଧୁଗାଁ ତା୧୯/୯/୨୦): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକର ୫୦ ଜଣ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ବନ୍ଧୁଗାଁ ଶିକ୍ଷା ବିଭାଗ କାର୍ଯ୍ୟଳୟର ବିଭିନ୍ନ ସ୍କୁଲର କାର୍ଯ୍ୟରତ ଶିକ୍ଷକଙ୍କ ମଧ୍ୟରୁ ୫୦ଜଣଙ୍କୁ ପଦନ୍ନତି ଦିଆଯାଇଛି ।

ଅପର ପ୍ରାଇମେରୀ ସ୍କୁଲର ଲେବେଲ ଏ +ରୁ ଲେଭେଲ ଭିଏ ରୁ ଭିକୁ ପଦନ୍ନତି ୧୨ଜଣ ଶିକ୍ଷକ ଓ ପ୍ରାଇମେରୀ ସ୍କୁଲ ସ୍ତରକୁ ୩୮ଜଣ ଶିକ୍ଷକ ପଦନ୍ନତି ପାଇଛନ୍ତି | ସରକାରଙ୍କ ପଦୋନ୍ନତି ନିୟମ ରହିଛି | ପଦୋନ୍ନତି ପାଇଥିବା ଶିକ୍ଷକ ଅନ୍ୟ ସ୍କୁଲକୁ ବଦଳି କରାଯିବା ପାଇଁ କିନ୍ତୁ ପଦନ୍ନତି ପାଇଥିବା ଶିକ୍ଷକ ପୁନର୍ବାର ସେହି ସ୍କୁଲରେ ହିଁ ରହିବା ପାଇଁ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ବ୍ଲକର ଏପରି ବହୁ ସ୍କୁଲ ଅଛି ଯେଉଁଠାରେ ଛାତ୍ରଛାତ୍ରୀ ବହୁ ସଂଖ୍ୟାରେ ଅଛନ୍ତି । କିନ୍ତୁ ସେଠାରେ ଭଲ ଶିକ୍ଷକ ନାହାଁନ୍ତି, କିମ୍ବା ପଦୋନ୍ନତି ପାଇଥିବା ପ୍ରଧାନ ଶିକ୍ଷକ ନାହାନ୍ତି, ପିଲାଙ୍କ ଭବିଷ୍ୟତ ଦୃଷ୍ଟିରୁ ପଦନ୍ନତି ପାଇଥିବା ଶିକ୍ଷକଙ୍କୁ ଖାଲିଥିବା ସ୍ଥାନରେ ନିଯୁକ୍ତି ମିଳିବାକୁ ମତପ୍ରକାଶ ପାଉଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: