Thursday, October 22, 2020
Home District News ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ୱାରା ଜୁନାଗଡ ହାଇଟେକ ଥାନା ଉଦଘାଟିତ

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ୱାରା ଜୁନାଗଡ ହାଇଟେକ ଥାନା ଉଦଘାଟିତ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା //
କଳାହାଣ୍ଡି ତା୨୪.୦୯.୨୦୨୦): କଳାହାଣ୍ଡି ଜିଲ୍ଲା ଜୁନାଗଡ ଠାରେ ହାଇଟେକ ଥାନା ଉଦଘାଟିତ ହୋଇଯାଇଛି । ଓଡିଶା ର ମାନ୍ୟବର ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଉଦଘାଟନ କରିଛନ୍ତି ।

ଜୁନାଗଡ ଥାନା ପରିସରରେ ନବନିର୍ମିତ ହାଇଟେକ ଥାନା ଗୃହର ଉଦଘାଟନ ଅବସରରେ ଦକ୍ଷିଣପଶ୍ଚିମାଂଚଳ ଡିଆଇଜି ସଫିନ ଅହମ୍ମଦ, କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧର, ଧର୍ମଗଡ ଉପଜିଲ୍ଲାପାଳ ଦିବାକର ଟିଏସ, ଧର୍ମଗଡ ଏସଡିପିଓ ନାରାୟଣ ଜେନା ଉପସ୍ଥିତ ଥିଲେ । ପୋଲିସ ହାଉସିଂ ବୋର୍ଡ ଦ୍ୱାରା ନିର୍ମିତ ଏହି ନୂତନ ଥାନା ଗୃହ ଆଧୁନିକ ଶୈଳିରେ ନିର୍ମାଣ କରାଯାଇଥିବା ଜଣାପଡିଛି । ସେହିପରି ଗୋଲାମୁଣ୍ଡା ଠାରେ ମଧ୍ୟ ହାଇଟେକ ଥାନା ଧର୍ମଗଡ ବିଧାୟକ ମୌଷଧି ବାଗ, ଦକ୍ଷିଣପଶ୍ଚିମାଂଚଳ ଡିଆଇଜି ସଫିନ ଅହମ୍ମଦ, କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧର, ଧର୍ମଗଡ ଉପଜିଲ୍ଲାପାଳ ଦିବାକର ଟିଏସ, ଧର୍ମଗଡ ଏସଡିପିଓ ନାରାୟଣ ଜେନା ଙ୍କ ଉପସ୍ଥିତିରେ ମାନ୍ୟବର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି ।

This slideshow requires JavaScript.

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: