Thursday, October 22, 2020
Home District News ବିଜେପି ନେତା ବି. ସୁବାଷ ଚନ୍ଦ୍ରପାତ୍ରଙ୍କ ବିୟୋଗରେ ଶୋକ

ବିଜେପି ନେତା ବି. ସୁବାଷ ଚନ୍ଦ୍ରପାତ୍ରଙ୍କ ବିୟୋଗରେ ଶୋକ

ରିପୋର୍ଟ: ବିଭୁତି ଲହରିଆ //
ବାଲିଗୁଡା ୨୪/୯): ବାଲିଗୁଡାର ବରିଷ୍ଠ ବିଜେପି ନେତା ବି ସୁବାଷ ଚନ୍ଦ୍ର ପାତ୍ରଙ୍କ ବିୟୋଗରେ କନ୍ଧମାଳ ବିଜେପି ପକ୍ଷରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି l

This slideshow requires JavaScript.

ବିଜେପି ଜ଼ିଲ୍ଲା ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ୱରେ ଜ଼ିଲ୍ଲା ଯୁବମୋର୍ଚ୍ଚା ସଭାପତି ରଂଜିତ ସାହୁ ବାଲିଗୁଡା ନଗର ସଭାପତି ଦିବାକର ସାହୁ ସାଧାରଣ ସମ୍ପାଦକ ଆଦିକନ୍ଦ ପଟ୍ଟନାୟକ ପୂର୍ଵତନ ନଗର ସଭାପତି ସୁରେନ୍ଦ୍ର ପାତ୍ର l ନଗର ଯୁବମୋର୍ଚ୍ଚା ସଭାପତି ସୁଭାଶିଷ ମିଶ୍ର ବରିଷ୍ଠ କର୍ମୀ ଆଶିଷ ସାହୁ ଟିକି ଦଣ୍ଡିଆ ରମଣ ପ୍ରଧାନ ସାଗର ବେହେରା ଅନ୍ତର୍ଯ୍ୟାମୀ ନାୟକଙ୍କ ଉପସ୍ଥିତିରେ ସ୍ବର୍ଗତଃ ବି ସୁବାଷ ଚନ୍ଦ୍ର ପାତ୍ରଙ୍କ ଫୋଟ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ସ୍ମୁତି ଚାରଣ କରାଯାଇଥିଲା l କିଛି ଦିନହେବ ସେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିଲେ ପରେ କୋରନା ପଜିଟିଭ ବାହାରିବା ପରେ କୋଭିଡ଼ କେୟାର ହସ୍ପିଟାଲରେ ଚିକିତ୍ସା ବେଳେମଙ୍ଗଳବାର ଦିନ ମୃତ୍ୟୁ ବରଣ କରିଥିଲେ l ତାଙ୍କ ମୃତ୍ୟୁ ଖବର ପ୍ରସାରିତ ହେବାପରେ ବାଲିଗୁଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ସେ ଜଣେ ବିଜେପିର ସଫଳ ସଂଗଠକ କ୍ରୀଡାବିତ ଓ ନାଟ୍ୟ ନିର୍ଦ୍ଦେଶକ ଥିଲେ ତାଙ୍କରି ନିଧନ ବାଲିଗୁଡା ପାଇଁ ଏକ ବିରାଟ କ୍ଷତି l

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: