Thursday, October 22, 2020
Home Corona Breaking ଆଜି ବଲାଙ୍ଗୀରରେ ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୩୨୩୫

ଆଜି ବଲାଙ୍ଗୀରରେ ୧୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୩୨୩୫

ଭୁବନେଶ୍ୱର (୨୮/୦୯): ରାଜ୍ୟରେ ଆଜି ୩୨୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୧୯୧୫ ସ୍ଥାନୀୟ ସଂକ୍ରମଣ ୧୩୨୦ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି |

ଆଜି ଜିଲ୍ଲା ଅନୁଯାୟୀ ଦେଖିବାକୁ ଗଲେ ଅଧିକତମ ଖୋର୍ଦ୍ଧାରେ ୫୦୬ ଜଣ ଓ ନ୍ୟୁନତମ ଦେବଗଡ଼ରେ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସେହିପରି ଅନୁଗୁଳ ୧୭୯, ବାଲେଶ୍ୱର ୧୦୦, ଭଦ୍ରକ ୬୭, ବରଗଡ଼ ୧୩୭, ବଲାଙ୍ଗୀର ୧୦୧, ବୌଦ୍ଧ ୪୨, କଟକ ୩୧୮, ଢେଙ୍କାନାଳ ୬୯, ଗଜପତି ୩୧, ଗଂଜାମ ୨୮, ଜଗତସିଂପୁର ୮୬, ଯାଜପୁର ୧୧୦, ଝାରସୁଗୁଡା ୭୧, କଳାହାଣ୍ଡି ୪୨, କନ୍ଧମାଳ ୬୨, କେନ୍ଦ୍ରାପଡା ୧୦୩, କେଉଁଝର ୮୬, କୋରାପୁଟ ୫୯, ମାଲକାନଗିରି ୨୧, ମୟୁରଭଞ୍ଜ ୧୧୮, ନବରଙ୍ଗପୁର ୧୨୪, ନୟାଗଡ଼ ୬୦, ନୂଆପଡା ୧୨୮, ପୁରୀ ୭୯, ରାୟଗଡା ୧୦୧, ସମ୍ବଲପୁର ୧୨୦, ସୋନପୁର ୬୫, ସୁନ୍ଦରଗଡ଼ ୧୦୧ ଓ ଓଡିଶା ପୋଲିସର ୧୪୮ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି | ସେହିପରି ୩୩୭୮ ଜଣ ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି | ବର୍ତ୍ତମାନ ଓଡିଶାରେ ୨୧୨୬୦୯ ଜଣ ଆକ୍ରାନ୍ତ ପଜିଟିଭ ଆକ୍ଟିଭ କେଶ ଥିବା ଜଣାପଡିଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: