Thursday, October 29, 2020
Home Death Case କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

କୀଟନାଶକ ପିଇ ଯୁବକର ଆତ୍ମହତ୍ୟା

ରିପୋର୍ଟ-ଯୁବରାଜ ଜଗତ //
ଚନ୍ଦାହାଣ୍ଡି (୨୮ସେପ୍ଟେମ୍ବର ୨୦୨୦): ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ପଂଚାୟତର ମୃତକ ନୀଳାମ୍ଭର ଗୌଡ (୧୯) ପିତା ଅର୍ଜୁନ ଗୌଡ ଗ୍ରାମ ଝରାବାହାଳ ।

ଗତକାଲି ରାତିରେ ଘରୁ ବହାରି ଦୀର୍ଘ ସମୟ ନ ଫେରିବା ରୁ ପରିବାର ଲୋକେ ଖୋଜା ଖୋଜି କରିବା ପରେ ଏକ ଗଛ ମୂଲେ ସଂଜ୍ଞାହିନ ଭାଵରେ ପାଇ ପରିବାର ଲୋକେ ।ଚିକିତ୍ସା ପାଇଁ ତୁରନ୍ତ ୧୦୮ ଯୋଗେ ଚନ୍ଦାହାଣ୍ଡି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ରେ ଭର୍ତୀ କରିଥିଲେ। ସେଠାରେ ଡାକ୍ତର ମନିଷ କୁମାର ପୁରୋହିତ ସ୍ବାସ୍ଥ୍ୟ ପରୀକ୍ଷା କରି ।କୀଟନାସକ ପିଇଥିବା ଜାଣି ପାରିଥିଲେ। ଚିକିତ୍ସା ଧିନ ଅବସ୍ଥା ରେ ନୀଲାମ୍ବର ଆଖି ବୁଜି ଦେଇଥିଲେ । ଥାନାକୁ ଖବର ଦେଵାରୁ ଥାନାଧିକାରୀ ପ୍ରମାନନ୍ଦ ସୁନାନୀଙ୍କ ନିର୍ଦ୍ଦେଶ କ୍ରମେ ଏସଆଇ ସମୀର କୁମାର ପ୍ରଧାନ ଏଏସଆଇ ରମେଶ ପାତ୍ର,କନେଷ୍ଟବଳ ନବୀନ ଚନ୍ଦ ପୂଜାରୀ ଡ଼କ୍ତରଖାନା ଜାଇ ଶବ ଜବତ କରି ଡାକ୍ତର ପ୍ରଶାନ୍ତ କୁମାର ଦାଶ ଙ୍କ ଦ୍ବାରା ଶବ ବ୍ଯବଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ୟୁଡି କେଶ ନଂ ୧୭/୨୦ ନୁସାରେ ଏକ ମାମଲା ରୁଜ୍ଜୁ କରି ଏହାର ତଦନ୍ତ ଦାୟିତ୍ବ ଏଏସଆଇ ରମେଶ ପାତ୍ର କୁ ଦେଇ ଅଧିକା ତଦନ୍ତ ଚଳାଇ ଥିବା ଥାନାଧିକାରୀ ପ୍ରମାନନ୍ଦ ସୁନାନୀ ପ୍ରକାଶ କରିଛନ୍ତି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସେପ୍ଟେମ୍ବର ମାସର ଦରମା ପାଇନାହାନ୍ତି ଜୁନାଗଡ ଆରଏମସି କର୍ମଚାରୀ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // ଜୁନାଗଡ଼ (୨୮/୧୦): କଳାହାଣ୍ଡି ତା.୨୮.୧୦.୨୦୨୦ ଅକ୍ଟୋବର ଶେଷ ହେବାକୁ ବସିଲାଣି ଜୁନାଗଡ ନିୟନ୍ତ୍ରିତ ବଜାର କମିଟୀ (ଆରଏମସି) ର କର୍ମଚାରୀ ମାନେ ସେପ୍ଟେମ୍ବର ମାସର ଦରମା ପାଇପାରିନଥିବା ଜଣାପଡିଛି...

ରାୟଗଡ଼ା ସାମ୍ବାଦିକ ସୁଶାନ୍ତ ଦାସଙ୍କ ବଡବାପା ରତ୍ନାକର ଦାସଙ୍କ ପରଲୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୨୮/୧୦): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଚନ୍ଦନ ନଗର ଗ୍ରାମପଞ୍ଚାୟତ ଅଧୀନସ୍ଥ ଗୋପ୍ତିରା ଗ୍ରାମର ଶ୍ରୀଯୁକ୍ତ ରତ୍ନାକର ଦାସ ଙ୍କ ଗତ ରବିବାର ରାତ୍ର...

ଏସାର- ଗୁରୁକୁଳ ର ଭାରତ କାର୍ଯ୍ୟାଳୟ ଉଦଘାଟିତ

ରିପୋର୍ଟ: ସତ୍ୟଜିତ ବାରିକ // ଭୁବନେଶ୍ୱର / ନୂଆଦିଲ୍ଲୀ / ମାଞ୍ଚେଷ୍ଟର - ୨୭.୧୦): ଭାରତ ବର୍ଷର ପ୍ରାଚୀନ ଗୁରୁକୁଳ ଶିକ୍ଷା ପରମ୍ପରା ଖୁବ ମହାନ ଓ ମହିମାମୟ ଥିଲା ବୋଲି ଓଡିଶା ବିଧାନ...

ଯୁବକଙ୍କ ଶବ ଉଦ୍ଧାର, ହତ୍ୟା ଅଭିଯୋଗ

ରିପୋର୍ଟ: ଚିତ୍ତରଞ୍ଜନ ବାଗ // ଗୋଲାମୁଣ୍ଡା (୨୭/୧୦): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ପୁଲିସ ଦ୍ଵାରା ଗତ କାଲି ସନ୍ଧ୍ୟା ସମୟରେ ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଗଇଣ୍ଡି ମୁଣ୍ଡା ଠାରେ ଜଣେ ଯୁବକଙ୍କ ଶବ ଉଦ୍ଧାର...

Recent Comments

%d bloggers like this: