Thursday, October 22, 2020
Home District News ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା //
କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା ଆର୍ଥିକ ସହାୟତାର ହାତ ବଢ଼ାଇଛନ୍ତି |

ସୂଚନା ଅନୁଯାୟୀ ଆସିକା ଏନ ଏ ସି ଅନ୍ତର୍ଗତ ସୁନାମ ସାହିର ଭଡା ଘରେ ରହୁଥିବା ବାସିନ୍ଦା ଲୋକନାଥ ମହାରଣା କୋରନା ର ଲକଡାଉନ ସମୟରେ ଚିକିତ୍ସା ଅଭାବରୁ ପକ୍ଷାଘାତ ରୋଗରେ ପୀଡିତ ଥିଲେ | ଦୀର୍ଘ ଦୁଇ ବର୍ଷ ରୁ ଉର୍ଦ୍ଧ ହେବ ଲୋକନାଥଙ୍କ ହୃଦୟ ଜନିତ ସମସ୍ୟା ଥିଲା |ଖବର ପାଇ ଘୁମୁସର ତାଲୁକା ର ସଭାପତି ସୂର୍ଯ୍ୟନାରାୟଣ ମହାରଣା, ବାଲିପଦର ସଭ୍ୟ ସନ୍ୟାସୀ ମହାରଣା, ତାଳସାକର ସଭ୍ୟ ବସନ୍ତ ମହାରଣା, ଜୟପୁର କୁଳ ସଭ୍ୟ ସୁଶାନ୍ତ କୁମାର ମହାରଣା ପ୍ରମୁଖ ଲୋକନାଥ ଙ୍କ ବାସ ଭବନରେ ପହଂଚି ତାଙ୍କର ଆସୁ ଆରୋଗ୍ୟ କାମନା କରିବା ସହିତ 10,500ଟଙ୍କା ଆର୍ଥିକ ସହାୟତା କରିଥିଲେ |ଲୋକନାଥ ଙ୍କ ଏପରି ସମସ୍ୟା ଭିତରେ ଏହି ତାଲୁକା ସମାଜର ସହାୟତା ନିଶ୍ଚିତ ଭାବେ ଅନନ୍ୟ ଉଦାହରଣ ବୋଲି ସାଧାରଣରେ ଆଲୋଚନା ହେଉଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: