Friday, October 23, 2020
Home Corona Breaking ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧,...

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୭ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୨,୭୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଓ କଟକରୁ ୩୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୮୮, ବଲାଙ୍ଗୀର ରୁ ୮୧, ଯାଜପୁରରୁ ୧୪୪, ଝାରସୁଗୁଡା ଓ କଳାହାଣ୍ଡିରୁ ୧୦୬, କେନ୍ଦ୍ରାପଡାରୁ ୧୧୯, ମାଲକାନଗିରି ଓ ମୟୂରଭଞ୍ଜରୁ ୧୨୩, ପୁରୀରୁ ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: