Thursday, October 22, 2020
Home Death Case ବଜ୍ରପାତରେ ଜଣେ ଯୁବକ ମୃତ, ଜଣେ ଗୁରୁତର

ବଜ୍ରପାତରେ ଜଣେ ଯୁବକ ମୃତ, ଜଣେ ଗୁରୁତର

ରିପୋର୍ଟ୍ – ଜଗନ୍ନାଥ ଦଳେଇ //
ଖଇରପୁଟ (୩/୧୦): ଖଇରପୁଟ ବ୍ଲକ ରେ ଆଜି ବଜ୍ରପାତରେ ଜଣେ ଯୁବକ ମୃତ୍ୟୁ ଓ ଜଣେ ଗୁରୁତର। ସେମାନେ ହେଲେ ସଦର ଖଇରପୁଟ ର ଭିବିଷଣ ପାଙ୍ଗି ଓ କଦମଗୁଡା ପଞ୍ଚାୟତର ନୂଆଗୁଡ଼ ଗ୍ରାମର ବନ୍ଦୁ ବାଡାଗି ।

ସୁରେନ୍ଦ୍ର ଖଇରପୁଟ ରୁ ତାଙ୍କ ନାନୀ ଗାଁ ଅଟାଲ ଗୁଡା ଗ୍ରାମକୁ ଯାଉଥିଲେ ଏବଂ ବାନ୍ଦୁ ଚାଷ ଜମିରୁ ଘରକୁ ଫେରୁ ଥିଲେ। ଅପରାହ୍ନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା।ବର୍ଷା ହେବା ଦେଖି ନିକଟ ଏକ ଗଛମୂଳେ ସେମାନେ ଆଶ୍ରୟ ନେଇଥିଲେ। ହଠାତ୍ ଗଛ ନିକଟରେ ବଜ୍ରପାତ ହୋଇଥିଲା। ଗ୍ରାମବାସୀ ଖବର ପାଇ ସେମାନଙ୍କୁ ଉଦ୍ଧାର କରି ଖଇରପୁଟ ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବନ୍ଧୁର ଅବସ୍ଥା ଭଲ ହୋଇଥିବା ବେଳେ ଭିବିଷଣଙ୍କ ମୃତୁ ହୋଇଯାଇଥିଲା।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: