Friday, October 23, 2020
Home District News ବଜ୍ରପାତରେ ମହିଳା ଗୁରୁତର

ବଜ୍ରପାତରେ ମହିଳା ଗୁରୁତର

ରିପୋର୍ଟ: ଏନ. ସନ୍ତୋଷ କୁମାର //
ବୈପାରୀଗୁଡା (୦୮/୧୦): ବୈପାରୀଗୁଡା ବ୍ଲକ ରାମଗିରି ଫାଣ୍ଡି ଅନ୍ତର୍ଗତ ଜାମୁଗୁଡା ଗ୍ରାମରେ ବଜ୍ରପାତରେ ମହିଳା ଗୁରୁତର ହେବାସହ ୩ଟି ଗାଈ ମୃତ ହୋଇଥିବା ଜଣାପଡିଛି l

ଗତ କାଲିର ଲଗାଣ ବର୍ଷା ସହ ବଜ୍ରପାତ ଘୋଟିବା ହେତୁ ଜାମୁଗୁଡ଼ା ଗ୍ରାମର ସୁନିତା ସlନ୍ତା ଗୁରୁତର ହେବା ଯୋଗୁଁ ପ୍ରଥମେ ରାମଗିରି ମେଡିକାଲକୁ ନିଆଯାଇଥିଲା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ଅଧିକ ଗୁରୁତର ଲାଗି ସୁନିତାଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଗଲା l ସେହିଗ୍ରାମର କୋସାଇ ଗୋଲାରୀଙ୍କ ୩ଟି ଗାଈଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି l ସ୍ଥାନୀୟ ରାଜସ୍ୱ ବିଭାଗୀୟ ଅଧିକାରୀ ଘଟଣା ସ୍ଥଳକୁ ଯାଇ କ୍ଷୟକ୍ଷେତି ଅକଳନ କରୁଥିବା ଜଣାପଡିଛି l

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: