Thursday, October 22, 2020
Home District News ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ ରୋଗୀଙ୍କୁ ଫଳ ଦାନ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ ରୋଗୀଙ୍କୁ ଫଳ ଦାନ

ରିପୋର୍ଟ: ଲୋକନାଥ ସାହୁ //
ରାୟଗଡା (୧୭/୧୦): ରାୟଗଡ଼ା ଜିଲ୍ଲା ଗୁଡାରି ବ୍ଲକରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ ବିଜୁ ଜନତା ଦଳ ତରଫରୁ ଗୁଡାରି ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗୀ ମାନଙ୍କୁ ଫଳ ଦାନ କରିଥିଲେ |bjd,

ଏହି କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମାଙ୍ଗ,ଜିଲ୍ଲା ଯୁବ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଶ୍ରୀ କେଦାର ସାହୁ, ସନ୍ତୋଷ ମହାନ୍ତି, ଗୁଡ଼ାରି ଟାଉନ ସଭାପତି ଅଶୋକ ପାତ୍ର, ଟୁନା ଗୌଡ଼, ସୁସିଳ ଗୁରୁ, ପ୍ରସାଦ, ପ୍ରସନ୍ନ ଗୋରଡ଼ିଆ, ଜୋକ୍ୟ ପଲକା ସହିତ ସବୁ ପଞ୍ଚାୟତର କର୍ମୀମାନେ ଯୋଗଦେଇଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଅଲୋଡ଼ା ଶିଶୁକନ୍ୟା କୁ ଅପଣେଇଲେ ବେଙ୍ଗାଲୁରର ଏକ ଦମ୍ପତି

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର, ତା୨୨-୧୦): ବଲାଙ୍ଗୀର ଆୟୁର୍ବେଦିକ କଲେଜ ନିକଟରୁ ଉଦ୍ଧାର ହୋଇଥିବା ଅଲୋଡ଼ା ଶିଶୁକନ୍ୟା ଏବେ ବେଙ୍ଗାଲୁରର ଏକ ଦମ୍ପତି ଆସି ପୋଷ୍ୟ ସନ୍ତାନ ଭାବରେ ଗ୍ରହଣ କରିଛନ୍ତି...

କାଲରାତ୍ରୀ ବେଶରେ ଦେଉଛନ୍ତି ଦର୍ଶନ, ଏହି ବେଶ ସବୁଠାରୁ ମହତ୍ତ୍ୱପୂର୍ଣ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର (ତା୨୨-୧୦): ଆଜି ମା’ଙ୍କ କାଳରାତ୍ରୀ ବେଶ । ସହରର ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ଦୁର୍ଗା ମନ୍ଦିର ତଥା ଅନ୍ୟାନ୍ୟ ଦେବୀ ପୀଠରେ ଆଜି କାଳରାତ୍ରି...

ସ୍ଵାମୀ ଆକ୍ରମଣରେ ସ୍ତ୍ରୀ ଗୁରୁତର ଆହତ,ହତ୍ୟା ଉଦ୍ୟମ ଅଭିଯୋଗ

ରିପୋର୍ଟ: ସନ୍ତୋଷ କୁମାର ନାୟକ // ବଲାଙ୍ଗୀର,ତା୨୧-୧୦): ବଲାଙ୍ଗୀର ଜିଲ୍ଲାର ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଜଏରପଡା ଗାଁର ଘଟିଛି ଏକ ଅଭାବନୀୟ ଘଟଣା । ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ହତ୍ୟା ଉଦ୍ୟମ...

ବନ୍ଦ୍ରୀ ଠାରୁ କଡିଙ୍ଗଗଡ଼ାପା ରାସ୍ତା ନିର୍ମାଣ ବିଳମ୍ବକୁ ନେଇ ଜନ ଅଶନ୍ତୋଷ

ରିପୋର୍ଟ: କୈଳାସ ମାଳବିଶୋୟୀ // ଚନ୍ଦ୍ରପୁର ତା୨୨-୧୦): ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ବନ୍ଦୀରି ଗ୍ରାମରୁ କଡିଙ୍ଗଗାଡ଼ପା ପର୍ଯ୍ୟନ୍ତ ଲମ୍ବିଥିବା ରାସ୍ତା ମରଣ ଯନ୍ତାରେ ପରିଣତ।ଗଲା ଏକ ବର୍ଷ ପୂର୍ବେ ଜନସାଧାରଣଙ୍କ ଦାବିକୁ ଲକ୍ଷରେ...

Recent Comments

%d bloggers like this: