Thursday, August 6, 2020
Home Death Case ଆଜି ପୁଣି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ-ବରପାଲି

ଆଜି ପୁଣି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ-ବରପାଲି

ବରଗଡ:  ଘୁନିଝଡ଼ ଓ କୁଆ ପଥର ବର୍ଷା ଯୋଗୁଁ ବରଗଡ ଜିଲ୍ଲାର ବହୁ ଫସଲ ନଷ୍ଟ ହୋଇ ଅଛି ଏନେଇ ଚାଷୀ ଚିନ୍ତାରେ ଥିବାବେଳ ଆଜି ପୁଣି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ |

ଚାଷୀ ଜଣ କ ହେଲେ ବରପାଲି ବ୍ଲକ ର କନବ।ର ଗାଁ ର ନିରଂଜନ ଭୋଇ ସେ ନିଜ ସ।ଡେ ଚାରିଏକର ଧାନ ଫସଲ ଓ ଅଧା ଏକର ପୋଟଳ ଚାଷ କରିଥିଲେ ତାହା କାଳ ବୈଶାଖୀ ଯୋଗୁ ନଷ୍ଟ ହୋଇଥିବାବେଳେ ।ସେ ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଆତ୍ମହତ୍ୟା ଉଧ୍ୟମ କରିଛନ୍ତି । ତାଙ୍କୁ ବରପାଲି ଡାକ୍ତରଖାନା କୁ ନେଇ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବଡ଼ ମେଡିକାଲ ବୁର୍ଲା କୁ ରେଫର କର।ଯାଇଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜନ୍ମରୁ ଅନ୍ଧ, ପୁଣି ସ୍ତ୍ରୀ ଶଯ୍ୟାଶାୟୀ, ମୁଣ୍ଡ ଗୁଞ୍ଜିବା ପାଇଁ ବାରଦୁଆର-ପ୍ରଶାସନର ଦୃଷ୍ଟି ପଡୁ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ବୁଡେନ ଗ୍ରାମପଂଚାୟତ ଅନ୍ତର୍ଗତ ସିଲେଟପାଲି ଗ୍ରାମର ରଘୁ ନାଗର ଏକ ଦୁଃଖଦ କାହାଣୀ । ଜନ୍ମ...

ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୫:୮:୨୦): ବନ୍ଧୁଗାଁ ବ୍ଲକଠାରେ ଆଜି ପୋଲିସ ବିଭାଗର ସମସ୍ତ ଅଧ8କାରୀ,ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ ବନ ବିଭାଗର ରେଞ୍ଜର କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ଉପିସ୍ତିତରେ ଆଜି...

ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଅବସରରେ ବୋରିଗୁମ୍ମା ଭା.ଜ.ପା.ତରଫରୁ ହୋମ ଓ ପୂଜାପାଠ

ରିପୋର୍ଟ : ରବିଶଙ୍କର ମହାପାତ୍ର // କୋରାପୁଟ(୦୫/୦୮): ଆଜି ପୂର୍ବାହ୍ନରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଶ୍ରୀରାମ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି ତରଫରୁ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉପଲକ୍ଷେ ସାମାଜିକ...

ଆନ୍ତର୍ଜାତୀକ ସ୍ତରରେ ଗଙ୍ଗାଧର ଜୟନ୍ତୀର ପ୍ରଥମ ୱେବନିଅର, ଦୁବାଇ ପଶ୍ଚିମ ଓଡିଶା କମ୍ୟୁନିଟିର ଆଲୋଚନା ଚକ୍ର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ପବିତ୍ର ଶ୍ରାବଣ ପୁର୍ଣ୍ଣିମା ଦିବସରେ ୟୁଏଇ ଅନ୍ତର୍ଗତ ଦୁବାଇରେ ଡିଜିଟାଲାଇଜେସନ ଭାବରେ ପ୍ରଥମ ଥର ପାଇଁ ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଯାଇଛି । ପଶ୍ଚିମ...

Recent Comments

%d bloggers like this: