Advertisements
Sunday, July 5, 2020
Home Education & Literacy ଦଶମଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ-ପାସ ହାର ୭୬.୨୩ ପ୍ରତିଶତ

ଦଶମଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ-ପାସ ହାର ୭୬.୨୩ ପ୍ରତିଶତ

କଟକ : ଦଶମଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଚଳିତ ବର୍ଷ ପାସ ହାର ୭୬.୨୩ ପ୍ରତିଶତ ରହିଛି ।

ବାଲେଶ୍ୱର ଜିଲ୍ଲାର ପାସ୍ ହାର ସର୍ବାଧିକ ୮୮.୧୫ ପ୍ରତିଶତ ଥିବା ବେଳେ ମାଲକାନ୍ଗିରର ସର୍ବନିମ୍ନ ପାସ୍ ହାର ୫୯.୩୨ ପ୍ରତିଶତ ରହିଛି ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ଼ ପକ୍ଷରୁ ସୂଚନା ଦିଆଯାଇଛି ।  ଗତବର୍ଷ ପରି ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅ ମାନଙ୍କ ପାସ୍ ହାର ଅଧିକ ରହିଛି । ୨, ୨୨,୦୪୩ ଜଣ ଝିଅ ପାସ କରିଥିବା ବେଳେ ,୧୬,୩୦୫ ଜଣ ପୁଅ ପାସ୍ କରିଛନ୍ତି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ଫଳ ପ୍ରକାଶ କରି ସୂଚନା ଦେଇଛନ୍ତି । ୧,୭୧୫ ଜଣ ଏ-୧ ଗ୍ରେଡ ହାସଲ କରିଥିବ ବେଳେ ୧୫,୬୮୯ ଜଣ ଏ-୨, ବି-୧, ୩୯,୨୫୨ଜଣ ବି-୨ ୬୮,୦୦୯ ଜଣ ଏବଂ ମୋଟ ୧,୨୪,୬୬୫ ଜଣ ୬୦ ପ୍ରତିଶତ ମାର୍କ ରଖିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି । ମୋଟ ୮,୮୫୫ ବିଦ୍ୟାଳୟର ୫, ୬୭, ୨୯୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ପର୍ମ ପୂରଣ କରିଥିଲେ ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: