Saturday, August 15, 2020
Home Development ଉନ୍ନୟନ କାର୍ଯ୍ୟର ଭୂମିପୂଜନ ସହ ଗରିବଙ୍କୁ ସହାୟତା ପ୍ରଦାନ କଲେ ରାୟଗଡା ପ୍ରଶାସନ

ଉନ୍ନୟନ କାର୍ଯ୍ୟର ଭୂମିପୂଜନ ସହ ଗରିବଙ୍କୁ ସହାୟତା ପ୍ରଦାନ କଲେ ରାୟଗଡା ପ୍ରଶାସନ

ପଦ୍ମପୁର (ପ୍ରଭାତ ମିଶ୍ର): ରାୟଗଡା ଜିଲ୍ଲାର ପଦ୍ମପୁର ବ୍ଲକ୍ରେ ଆଜି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭୂମିପୂଜନ ସହ ଗରିବ, ଅସହ୍ୟ ଓ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ସହାୟତା ଯୋଗାଇଛନ୍ତି ପ୍ରଶାସନ ତଥା ଲୋକ ପ୍ରତିନିଧି |

ଆଜି ପଦ୍ମପୁର ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ରାୟଗଡା ଜିଲ୍ଲାପାଳ ଗୁହାପୁନମ ତାପସ କୁମାର, ରାଜ୍ୟ ସଭା ସଂସଦ ଏନ. ଭାସ୍କର ରାଓ, ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ,ପଦ୍ମପୁର ବିଡ଼ିଓ ମୌସମୀ ନାୟକ,ତହସିଲଦାର ଟି.ପଦ୍ମନାଭ ଡୋର, ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ତ୍ରିପାଠୀ ପ୍ରମୁଖ ଏଥିରେ ସାମିଲ ହୋଇ ଲୋକଙ୍କୁ ମୋ କୁଡ଼ିଆ ଯୋଜନା, ଭତ୍ତା ବଣ୍ଟନ, ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଉପକରଣ ବଣ୍ଟନ ସବୁ ଯୋଗାଇଦେଇଥିଲେ | ପରେ ବଡ ନାଳ କଲୋନୀ ପାଖରେ ୧୦ଜଣ ଗରିବ ଦିବ୍ୟାଙ୍ଗଙ୍କ ନିମନ୍ତେ ବାସଗୃହ ପାଇଁ ସ୍ଥାନ ଚିହ୍ନଟ କରି ସେଠାରୁ ସୁନାରୀ ଘାଇ ଛକ ଠାରେ ଯାତ୍ରୀ ବିଶ୍ରାମଗାର ଓ ଶୌଚାଳୟ ପାଇଁ ଭୂମି ପୂଜନ କରିଥିଲେ | ଏଥିରେ ବହୁ ଲୋକ ସାମିଲ ହୋଇଥିଲେ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,ବଲାଙ୍ଗୀରରେ ୯୨

ବଲାଙ୍ଗୀର (ଓଡିଶା ନ୍ୟୁଜ୨୪-ବ୍ୟୁରୋ-୧୫/୦୮): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯୧ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ...

ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରିଗୁଡା (୧୫/୦୮): ବୈପାରିଗୁଡା ବ୍ଲକ ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି l କରୋନା ପରି ମହାମାରୀ...

ଏବିପିଏସ ଛାତ୍ରଛାତ୍ରୀଙ୍କୁ ରୋଟାରୀଆନଙ୍କ ପକ୍ଷରୁ ୪୦ଗୋଟି ଆଇପ୍ୟାଡ଼ ପ୍ରଦାନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୪/୦୮): ସାରା ବିଶ୍ୱ ଜନତା ଓ କରୋନା ମହାମାରୀର ଛକାପଞ୍ଝା ଭିତରେ ଅତ୍ୟଧିକ ପ୍ରଭାବିତ ହୋଇଛନ୍ତି ଆଗାମୀ ପିଢ଼ି କୁହାଯାଉଥିବା ଶିକ୍ଷାର୍ଥୀ ମାନେ l...

FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୪/୦୮): ରାୟଗଡ଼ା ସହରର FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ | ଲୁଟର ଶିକାର ହୋଇଥିବା...

Recent Comments

%d bloggers like this: