Friday, August 7, 2020
Home National News ବିଦ୍ୟୁତ ବିଭ୍ରାଟ ଯୋଗୁଁ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ରାସ୍ତାରେ ଚଳାଇଲେ

ବିଦ୍ୟୁତ ବିଭ୍ରାଟ ଯୋଗୁଁ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ରାସ୍ତାରେ ଚଳାଇଲେ

ବରଗଡ଼(ସୂର୍ଯ୍ୟ ମିଶ୍ର ): ବିଦ୍ୟୁତ ବିଭ୍ରାଟକୁ ନେଇ ଖରା ଦିନରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ କାଟକୁ ନେଇ ବରଗଡ଼ ଜିଲ୍ଲା ଅତାବିରାରେ ଥିବା ବିଦ୍ୟୁତ କାର୍ଯ୍ୟାଳୟରେ ଦୀର୍ଘ ୧୫ ଘଣ୍ଟା ଧରି ଫାଟକରେ ତାଲା ପକାଇଥିଲେ ଉତ୍ତ୍ୟକ୍ତ ଲୋକେ।

ପୂର୍ବତନ ବିଧାୟକ ନିହାର ରଂଜନ ମହାନନ୍ଦଙ୍କ ନେତୃତ୍ୱରେ ଶତାଧିକ ସଂଖ୍ୟାରେ ସ୍ଥାନୀୟ ଲୋକେ ବିଦ୍ୟୁତ୍‌ ବିଭାଗ ଅଫିସ୍ ଆଗରେ ଧାରଣା ଦେଇଥିଲେ। ପରେ ଅପରାହ୍ନରେ ବରଗଡ଼ ଓ ଅତାରିବାର ବିଦ୍ୟୁତ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ରାସ୍ତାରେ ଚଲାଇ ଚଲାଇ ନେଇଥିଲେ। ଆସନ୍ତା ୧୫ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବାକୁ ପ୍ରତିଶ୍ରୁତି ପରେ ଉଭୟ ବିଭାଗୀୟ ଯନ୍ତ୍ରୀଙ୍କୁ ମୁକ୍ତ କରିଥିଲେ ଉତ୍ତ୍ୟକ୍ତ ଲୋକେ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: