Saturday, August 8, 2020
Home Government News କାଳବୈଶାଖୀ-ଆଜି ରାତି ୧୧ଟା ୩୦ପର୍ଯ୍ୟନ୍ତ ୯ ଜିଲ୍ଲାବାସୀଙ୍କୁ ସତର୍କ ସୂଚନା

କାଳବୈଶାଖୀ-ଆଜି ରାତି ୧୧ଟା ୩୦ପର୍ଯ୍ୟନ୍ତ ୯ ଜିଲ୍ଲାବାସୀଙ୍କୁ ସତର୍କ ସୂଚନା

ଭୁବନେଶ୍ୱର : କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ।

ଆଜି ରାତି  ୧୧ଟା ୩୦ ପର୍ଯ୍ୟନ୍ତ ୯ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର । ଘଡ଼ଘଡ଼ି ବର୍ଷା ସହ ୫୦ରୁ ୬୦ କି.ମି. ବେଗରେ ପବନ ବହିପାରେ। ବର୍ଷାବେଳେ କୁଆପଥର ମାଡ଼ ହେବା ସମ୍ଭାବନା ରହିଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: