Friday, August 7, 2020
Home Accidental Death ଡୁଙ୍ଗୁରିପାଲି ଅଞ୍ଚଳରେ ଝଡତୋଫାନ , ବଜ୍ରାଘାତ ରେ ଚାଷୀର ମୃତ୍ୟୁ

ଡୁଙ୍ଗୁରିପାଲି ଅଞ୍ଚଳରେ ଝଡତୋଫାନ , ବଜ୍ରାଘାତ ରେ ଚାଷୀର ମୃତ୍ୟୁ

ଡୁଙ୍ଗୁରିପାଲି(ରତ୍ନାକର ସେଠ): ଗତକାଲି ସନ୍ଧ୍ୟାରେ ଏହି ଅଞ୍ଚଳରେ ପ୍ରବଳ ଝଡ ତୋଫାନ ସାଙ୍ଗକୁ ବଜ୍ରପାତ ହୋଇଛି | ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଗୁଡିକ ଉପୁଡି ଯାଇ ରାସ୍ତା ଅବରୋଧ ହୋଇଛି |ବିଦ୍ୟୁତ ଖୁଣ୍ଟ ଗୁଡିକ ଉପୁଡିଯାଇ ତାର ଛିଣ୍ଡି ଯାଇଛି |

ଗତକାଲି ଅପରାହ୍ନ ୪ଟାରୁ ବିଦ୍ୟୁତ ବିଭ୍ରାଟ ସାଙ୍ଗକୁ ବିଏସଏନଏଲ ସେବା ବ୍ୟାହତ ହୋଇଛି | ସନ୍ଧ୍ୟାରେ ଅଇଁଲାସlରି ଗ୍ରାମର ଚାଷୀ ଭଗବାନ ବେହେରା (୫୫) ବିଲରୁ ସାଇକେଲ୍ରେ ଫେରୁଥିବା ବେଳେ ବଜ୍ରାଘାତ ହୋଇଥିଲା | ପରିବାର ଲୋକେ ଡୁଙ୍ଗୁରିପାଲି ଡାକ୍ତରଖାନାକୁ ଆଣିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ | ଡୁଙ୍ଗୁରିପାଲି ପୋଲିସ ଆଜି ସକାଳେ ସବା ବ୍ୟବଚ୍ଛେଦ ପାଇଁ ବିନିକା ପଠାଇଥିଲେ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: