Advertisements
Sunday, July 5, 2020
Home Development ସମ୍ବେଶ୍ୱର କ୍ଲବ ଅlନୁକୁଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଶୁକ୍ରବାର ଅନୁଷ୍ଠିତ

ସମ୍ବେଶ୍ୱର କ୍ଲବ ଅlନୁକୁଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଶୁକ୍ରବାର ଅନୁଷ୍ଠିତ

ଆଠଗଡ଼ (ସନ୍ତୋଷ ବାରିକ): ଗୁରୁଡ଼ିଝଟିଆ ଥାନା ଓରୋନ୍ଦl ଗ୍ରାମରେ ଥିବା ସମ୍ବେଶ୍ୱର କ୍ଲବ ଅନୁକୁଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି |

ଏହି ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୧୬୫ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା |ଏହି ଶିବିରକୁ କଟକ ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ଶ୍ରୀ ମାଧବ ଚନ୍ଦ୍ର ସାହୁ ଉଦଘାଟନ କରିଥିଲେ | ଏଠାରେ ଲୋକମାନେ ଦେହରୁ ନୁହେଁ ହୃଦୟରୁ ରକ୍ତଦାନ କରୁଛନ୍ତି ବୋଲି ସେ କହିଥିଲେ | ଶିବିରରେ ବହୁ ମହିଳାମାନେ ମଧ୍ୟ ରକ୍ତଦାନ କରୁଥିବାର ଦେଖିବାକୁ ମିଳିଥିଲା | ଗ୍ରାମର ବହୁ ମୁରବୀମାନେ ଉପସ୍ଥିତ ରହି ରକ୍ତଦାଙ୍କୁ ଉତ୍ସାହିତ କରିଥିଲେ | ରକ୍ତଦାନ ଶିବିର କଟକ ବଡ଼ ମେଡିକାଲ ମହାବିଦ୍ୟାଳୟର ରକ୍ତ ଭଣ୍ଡାର ଓ ଡାକ୍ତର ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: