Wednesday, August 12, 2020
Home Accidental Death ବିଦ୍ୟୁତ ଆଘାତରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର

ବିଦ୍ୟୁତ ଆଘାତରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର

ଲୋଇସିଂହା (ବିମଳେନ୍ଦୁ ସାହୁ )-ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ ବାଦୀମୁଣ୍ଡା ପଂଚାୟତର କୁଟୁରାପାଳି ଗାଁରେ ଆଜି ଅପରାହ୍ନରେ ବିଦ୍ୟୁତ ଆଘାତରେ ଜନୈକ ଯୁବକର ମୃତ୍ୟୁ ଘଟିଛି । ତାଙ୍କୁ ବଞ୍ଚାଇବାକୁ ଯାଇ ମୃତ ଯୁବକଙ୍କ ସ୍ତ୍ରୀ ଓ ଝିଅ ଗୁରୁତର ଥିବା ଜଣାଯାଇଛି ।

ସୂଚନା ମତେ, କୁଟୁରପାଲି ଗାଁର ମଙ୍ଗଲୁ ଧରୁଆ(୩୫)ପଙ୍ଖା ଚଳାଇବା ପାଇଁ ସୁଇଚ ଦେବାକୁ ଯାଉଥିବା ବେଳେ ଘର କବାଟ ଫାଙ୍କ ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯାଇଥିଲେ । ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ତ୍ରୀ କୌଶଲ୍ୟା ଓ ଝିଅ ରାଜେଶ୍ୱରୀ(୩) ଗୁରୁତର ଆହତ ହୋଇଥିଲେ । ପରିବାର ଲୋକେ ସମସ୍ତଙ୍କୁ ଲୋଇସିଂହା ଡାକ୍ତରଖାନାକୁ ଆଣିଥିଲେ ହେ ସେଠାରେ ଡାକ୍ତର ମଙ୍ଗଲୁଙ୍କୁ ମୃତ ଘୋଷଣା କରିଥିଲେ । ଉଭୟ କୌଶଲ୍ୟା ଓ ରାଜେଶ୍ୱରୀଙ୍କୁ ବଲାଙ୍ଗୀର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବାବେଳେ ରାଜେଶ୍ୱରୀ ଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି । ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦିଆଯିବା ସକାଶେ ସାଧାରଣରେ ଦାବି ହେଉଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

RTI ମାଗିବାରୁ ଯୁବକଙ୍କ ନା ରେ ଥାନାରେ ଏତଲା ଦେଲା ବ୍ଲକ ପ୍ରଶାସନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ // ଲମତାପୁଟ (୧୧/୦୮): ଲମତାପୁଟ ବ୍ଲକ ଡାବୁଗୁଡା ପଞ୍ଚାୟତ କଡ୍ରି ଗ୍ରାମର ଜଗନ୍ନାଥ ବାଙ୍କିଆ ନାମକ ଜଣେ ଯୁବକ ନିଜ ପଞ୍ଚାୟତ ଡ଼ାବୁଗୁଡା ର ୨୦୦୫ରୁ ୨୦୨୦ବର୍ଷ ପର୍ଯ୍ୟନ୍ତ...

ପୋଖରୀରେ ବୁଡି ନାବାଳକ ମୃତ

ରିପୋର୍ଟ: ରାକେଶ ମହାରଣା // କୋଦଳା (୧୧/୦୮): ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଲଛିପୁର ଗ୍ରାମରେ ଏକ ଦୁଖଃଦ ଘଟଣା ଘଟିଯାଇଛି। ଆଜି ସକାଳ ୮:୩୦ ମିନିଟରେ ଉକ୍ତ ଗ୍ରାମର ଲକ୍ଷ୍ମୀ ପୋଲାଇଙ୍କ...

ବର୍ଷା ଠିକ ହେଉଥିବାରୁ ବନ୍ଧୁଗାଁ ଚାଷୀ ମୁହଁରେ ହସ ଫୁଟୁଛି

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୧୧.୮.୨୦): କୋରାପୁଟ ଜିଲ୍ଲାର୍ ଶେଷ ସୀମାନ୍ତ ବ୍ଲକ ଅଟେ | ଏହି ବ୍ଲକଠାରେ ଗତ ୧୫ ଦିନ ହେବ କିଛି ପଞ୍ଚାୟତରେ ଧାନ ରୁଆ ଅଧିକାଂଶ ଶେଷ...

ଅଜଣା ଗାଡ଼ି ଧକ୍କାରେ ଜଣେ ଦକ୍ଷ ବ୍ୟକ୍ତି ଗୁରୁତର

ରିପୋର୍ଟ: ସତ୍ୟଜିତ ବାରିକ // ଯାଜପୁର (୧୧/୦୮): ଯାଜପୁର ଜିଲ୍ଲା ବରୀ ବରୁଆଁ ମୁଖ୍ୟ ରାସ୍ତାର ଗାନ୍ଧୀ ଛକ ନିକଟ ଡାକ୍ତର ପତିବାବୁଙ୍କ ବାସଭବନ ସମ୍ମୁଖରେ ଅଜଣା ଗାଡ଼ି ଧକ୍କାରେ ରମ୍ପା ପଞ୍ଚାୟତ ଅଧିନସ୍ଥ...

Recent Comments

%d bloggers like this: