Advertisements
Sunday, July 5, 2020
Home Government News କର୍ଲlମୁଣ୍ଡା ବ୍ଳକ ଓଡ଼ିଆମୁଣ୍ଡା ଗ୍ରାମରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

କର୍ଲlମୁଣ୍ଡା ବ୍ଳକ ଓଡ଼ିଆମୁଣ୍ଡା ଗ୍ରାମରେ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମ.ରାମପୁର (ଡିଙ୍ଗର କିଶୋର): କଳାହାଣ୍ଡି ଜିଲ୍ଲା କର୍ଲlମୁଣ୍ଡା ବ୍ଳକ ଓଡ଼ିଆମୁଣ୍ଡା ଗ୍ରାମରେ ସିଡବି, ପି. ଏସ . ଆଇ .ଜି .ର ସହାୟତା ତଥା ମହାଶକ୍ତି ଫାଉଣ୍ଡେସନ ଆନୁକୂଲ୍ୟରେ ଆର୍ଥିକ ସାକ୍ଷରତା ଓ ମହିଳା ସଶକ୍ତିକରଣ ଉପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ୱାର୍ଡ ମେମ୍ବର ହୀରା ଭୋଇଙ୍କ ସହ ଆଶା କର୍ମୀ ଲଛମୀ ଭୋଇ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ପ୍ରଶିକ୍ଷକ ପ୍ରମୋଦ କୁମାର ନାୟକ ବ୍ୟାଙ୍କ ଜମା ଖାତା ଖୋଲିବା ଠାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ।ଲୋକମାନଙ୍କ ସୁରକ୍ଷା ଓ ଆର୍ଥିକ ସ୍ଥିତିରେ କିପରି ସୁଧାର ଆସିପାରିବ ଏବଂ ବିଭିନ୍ନ କଲ୍ୟାଣମୂଳକ ଯୋଜନାରେ ଉପକୃତ ହୋଇପାରିବେ, ସେ ନେଇ ମତ ପ୍ରଦାନ କରିଥିଲେ।

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: