Wednesday, August 12, 2020
Home Development ମୋ ସ୍କୁଲ ଅଭିଯାନ ସଚେତନତା କର୍ମଶାଳା ଅନୁଷ୍ଠିତ

ମୋ ସ୍କୁଲ ଅଭିଯାନ ସଚେତନତା କର୍ମଶାଳା ଅନୁଷ୍ଠିତ

ଗୁଣୁପୁର (ପ୍ରଦୀପ ପାତ୍ର): ଗୁଣୁପୁର ଟାଉନ ହଲ ଠାରେ ମୋ ସ୍କୁଲ ଅଭିଯାନର ଜିଲ୍ଲା ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ସଚେତନତା କର୍ମଶାଳ ଅନୁଷ୍ଠିତ ହୋଇଯାଇଛି |

ଏହି ଅବସରରେ ରାୟଗଡା ଜିଲ୍ଲାପାଳ ଗୁହା ପୁନମ ତାପସ କୁମାର, ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ,ଗୁଣୁପୁର ଉପଜିଲ୍ଲାପାଳ ଅମୃତ ଋତୁରାଜ ମଂଚାସୀନ ହୋଇଥିଲେ | ଏଥି ସହିତ ଜିଲ୍ଲା ସ୍ତରୀୟ ଓ ଗୁଣୁପୁର ପ୍ରଶାସନିକ କର୍ମଚାରୀ ମାନେ ଯୋଗ ଦେଇଥିଲେ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

RTI ମାଗିବାରୁ ଯୁବକଙ୍କ ନା ରେ ଥାନାରେ ଏତଲା ଦେଲା ବ୍ଲକ ପ୍ରଶାସନ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ // ଲମତାପୁଟ (୧୧/୦୮): ଲମତାପୁଟ ବ୍ଲକ ଡାବୁଗୁଡା ପଞ୍ଚାୟତ କଡ୍ରି ଗ୍ରାମର ଜଗନ୍ନାଥ ବାଙ୍କିଆ ନାମକ ଜଣେ ଯୁବକ ନିଜ ପଞ୍ଚାୟତ ଡ଼ାବୁଗୁଡା ର ୨୦୦୫ରୁ ୨୦୨୦ବର୍ଷ ପର୍ଯ୍ୟନ୍ତ...

ପୋଖରୀରେ ବୁଡି ନାବାଳକ ମୃତ

ରିପୋର୍ଟ: ରାକେଶ ମହାରଣା // କୋଦଳା (୧୧/୦୮): ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଲଛିପୁର ଗ୍ରାମରେ ଏକ ଦୁଖଃଦ ଘଟଣା ଘଟିଯାଇଛି। ଆଜି ସକାଳ ୮:୩୦ ମିନିଟରେ ଉକ୍ତ ଗ୍ରାମର ଲକ୍ଷ୍ମୀ ପୋଲାଇଙ୍କ...

ବର୍ଷା ଠିକ ହେଉଥିବାରୁ ବନ୍ଧୁଗାଁ ଚାଷୀ ମୁହଁରେ ହସ ଫୁଟୁଛି

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୧୧.୮.୨୦): କୋରାପୁଟ ଜିଲ୍ଲାର୍ ଶେଷ ସୀମାନ୍ତ ବ୍ଲକ ଅଟେ | ଏହି ବ୍ଲକଠାରେ ଗତ ୧୫ ଦିନ ହେବ କିଛି ପଞ୍ଚାୟତରେ ଧାନ ରୁଆ ଅଧିକାଂଶ ଶେଷ...

ଅଜଣା ଗାଡ଼ି ଧକ୍କାରେ ଜଣେ ଦକ୍ଷ ବ୍ୟକ୍ତି ଗୁରୁତର

ରିପୋର୍ଟ: ସତ୍ୟଜିତ ବାରିକ // ଯାଜପୁର (୧୧/୦୮): ଯାଜପୁର ଜିଲ୍ଲା ବରୀ ବରୁଆଁ ମୁଖ୍ୟ ରାସ୍ତାର ଗାନ୍ଧୀ ଛକ ନିକଟ ଡାକ୍ତର ପତିବାବୁଙ୍କ ବାସଭବନ ସମ୍ମୁଖରେ ଅଜଣା ଗାଡ଼ି ଧକ୍କାରେ ରମ୍ପା ପଞ୍ଚାୟତ ଅଧିନସ୍ଥ...

Recent Comments

%d bloggers like this: