Thursday, August 6, 2020
Home Government News ଲଗାଣ ବର୍ଷାରେ ବେହାଲ ନିଆଳି ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର

ଲଗାଣ ବର୍ଷାରେ ବେହାଲ ନିଆଳି ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର

ନିଆଳି (ସନ୍ତୋଷ ବାରିକ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷାରେ ବେହାଲ ହୋଇ ପଡ଼ିଛି କଟକ ଜିଲ୍ଲା ନିଆଳି ବ୍ଲକର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର।

ପ୍ରସୂତି ଗୃହ ଠାରୁ ଆରମ୍ଭ କରି ସାଧାରଣ ଗୃହ ଚାରିଆଡ଼େ ପାଣି ଆଉ ପାଣି।ପାଣିର କାରଣ ହେଉଛି ଡାକ୍ତରଖାନାର ଛାତ ବାକିଥିବାରୁ ବର୍ଷାପାଣିଲିକ ହୋଇ ଡାକ୍ତରଖାନାର ପ୍ରତ୍ୟେକ ଗୃହରେ ପାଣି ପଶିଥିବା କହିଛନ୍ତି ଡାକ୍ତର। ଏହି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ନିଆଳି ଠାରୁ ଆରମ୍ଭ କରି କାକଟପୁର, ନିମାପଡ଼ା ଆଖପାଖ ଗ୍ରାମର ପ୍ରାୟଲକ୍ଷ ଲକ୍ଷଲୋକ ନିର୍ଭର କରିଥାନ୍ତି।ବିଶେଷ କରି ପ୍ରସୂତି ଓ ସାଧାରଣରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟା ଦୀର୍ଘ ଦିନ ଧରି ଲାଗିରହିଥିବା ବେଳେ ସ୍ଥାନୀୟ ପ୍ରଶାସନ ନୀରବ ବସିଛି ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ତୁରନ୍ତଏହାର ସମାଧାନ ପାଇଁ ସାଧାରଣରେ ଦାବୀ ହେଉଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜନ୍ମରୁ ଅନ୍ଧ, ପୁଣି ସ୍ତ୍ରୀ ଶଯ୍ୟାଶାୟୀ, ମୁଣ୍ଡ ଗୁଞ୍ଜିବା ପାଇଁ ବାରଦୁଆର-ପ୍ରଶାସନର ଦୃଷ୍ଟି ପଡୁ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ବୁଡେନ ଗ୍ରାମପଂଚାୟତ ଅନ୍ତର୍ଗତ ସିଲେଟପାଲି ଗ୍ରାମର ରଘୁ ନାଗର ଏକ ଦୁଃଖଦ କାହାଣୀ । ଜନ୍ମ...

ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୫:୮:୨୦): ବନ୍ଧୁଗାଁ ବ୍ଲକଠାରେ ଆଜି ପୋଲିସ ବିଭାଗର ସମସ୍ତ ଅଧ8କାରୀ,ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ ବନ ବିଭାଗର ରେଞ୍ଜର କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ଉପିସ୍ତିତରେ ଆଜି...

ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଅବସରରେ ବୋରିଗୁମ୍ମା ଭା.ଜ.ପା.ତରଫରୁ ହୋମ ଓ ପୂଜାପାଠ

ରିପୋର୍ଟ : ରବିଶଙ୍କର ମହାପାତ୍ର // କୋରାପୁଟ(୦୫/୦୮): ଆଜି ପୂର୍ବାହ୍ନରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଶ୍ରୀରାମ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି ତରଫରୁ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉପଲକ୍ଷେ ସାମାଜିକ...

ଆନ୍ତର୍ଜାତୀକ ସ୍ତରରେ ଗଙ୍ଗାଧର ଜୟନ୍ତୀର ପ୍ରଥମ ୱେବନିଅର, ଦୁବାଇ ପଶ୍ଚିମ ଓଡିଶା କମ୍ୟୁନିଟିର ଆଲୋଚନା ଚକ୍ର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (୦୬/୦୮): ପବିତ୍ର ଶ୍ରାବଣ ପୁର୍ଣ୍ଣିମା ଦିବସରେ ୟୁଏଇ ଅନ୍ତର୍ଗତ ଦୁବାଇରେ ଡିଜିଟାଲାଇଜେସନ ଭାବରେ ପ୍ରଥମ ଥର ପାଇଁ ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଯାଇଛି । ପଶ୍ଚିମ...

Recent Comments

%d bloggers like this: