Advertisements
Sunday, July 5, 2020
Home Education & Literacy ମାଣିକେଶ୍ୱର ସ୍କୁଲର ଗେଟ ପଡିଯାଇ ୪ଜଣ ସ୍କୁଲ ଛାତ୍ରଛାତ୍ରୀ ଆହତ

ମାଣିକେଶ୍ୱର ସ୍କୁଲର ଗେଟ ପଡିଯାଇ ୪ଜଣ ସ୍କୁଲ ଛାତ୍ରଛାତ୍ରୀ ଆହତ

ରାଇକିଆ (ଜଗଦୀଶ ଦାସ ): କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଠାରୁ ୫କିମି ରୁ ଉର୍ଦ୍ଧ ହେବ ମାଣିକେଶ୍ୱର ପଂଚାୟତରେ ଥିବା ମାଣିକେଶ୍ୱର ପ୍ରାଥମିକ ବିଦ୍ୟାଳୟ ଅବସ୍ଥିତ | ଆଜି ସକାଳୁ ଉକ୍ତ ସ୍କୁଲର ଗେଟ ପଡିଯାଇ ଚାରିଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି |

ସେମାନଙ୍କୁ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଅଣାଯାଇ ଥିଲା | ସେମାନଙ୍କ ମଧ୍ୟରେ ମୀଲୀମା ଦିଗଲ (୮ବର୍ଷ), ତୁଳସୀ ବିନ୍ଧାଣି (୧୦ବର୍ଷ), ମୀଖା ଛlଟିଆ (୮ବର୍ଷ) ଓ ଶୁଭ ଦିନ ଦିଗଲ ଏମାନେ ରାଇକିଆ ମେଡିକାଲ ରେ ଚିକିତ୍ସା ପରେ ଫୁଲବାଣୀ ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଥିବା ସୂଚନା ମିଳିଛି | ହେଲେ ଏହି ସ୍କୁଲର ଗେଟ କିପରି ପଡିଗଲା ତାହା ଉପରେ ସେହି ସ୍ଥାନୀୟ ଅଂଚଳରେ ଆଲୋଚନା ର ବିଷୟ ହୋଇଛି |

Advertisements

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ପୋଷ୍ଟର

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ମାଓବାଦୀ ଙ୍କୁ ବିରୋଧ କରି ପୋଷ୍ଟର ଲାଗିଲା ସ୍ବାଭିମାନ ଅଞ୍ଚଳରେ ।

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

Recent Comments

%d bloggers like this: