Sunday, August 9, 2020
Tags DM Koraput

Tag: DM Koraput

ବନ୍ଧୁଗାଁ ରେ ବିଭିନ୍ନ କାର୍ଯ୍ୟାଳୟରେ ନିରବ ପ୍ରର୍ଥନ ସହ ଶପଥ ପାଠ ଅନୁଷ୍ଠିତ

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା୫:୮:୨୦): ବନ୍ଧୁଗାଁ ବ୍ଲକଠାରେ ଆଜି ପୋଲିସ ବିଭାଗର ସମସ୍ତ ଅଧ8କାରୀ,ଅଗ୍ନିଶମ ବିଭାଗର ସମସ୍ତ ଅଧିକାରୀ ଓ ବନ ବିଭାଗର ରେଞ୍ଜର କାର୍ଯ୍ୟାଳୟର ସମସ୍ତ ଅଧିକାରୀଙ୍କ ଉପିସ୍ତିତରେ ଆଜି...

କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକରେ ଆଜି ୪ ପଜିଟିଭ୍ ଚିହ୍ନଟ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର //କୋରାପୁଟ (୧୮/୭): ଆଜି କୋରାପୁଟ ଜିଲ୍ଲାରୁ ଆଉ ୪ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ମିଶ୍ର ଗଣମାଧ୍ୟମରେ...

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ...

ପେନସନ ଯୋଜନାରୁ ବଞ୍ଚିତ ଅଛନ୍ତି ଶତପ୍ରତିଶତ ଦୃଷ୍ଟିହୀନ ସଦନ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୩/୦୭): ବୈପାରୀଗୁଡା ବ୍ଲକ ମହୁଲି ପଞ୍ଚାୟତ ଅନ୍ତର୍ଗତ ଲେଞ୍ଜl ଗ୍ରାମର ସୋମନାଥ ଖିଲଙ୍କ ପୁଅ ସଦନ ଖିଲ (୫୨)ଙ୍କ ଦୃଷ୍ଟିଶକ୍ତି ସମ୍ପୂର୍ଣ୍ଣ ନଷ୍ଟ...

ବନ୍ଧୁଗାଁ ରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (ତା ୩୦:୫:୨୦): ବନ୍ଧୁଗାଁରେ ରାଜ୍ୟ ମୁଖ୍ୟମନ୍ତ୍ରୀ କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଅର୍ପଣ କରିବା ନିମନ୍ତେ ଆଜି ସନ୍ଧ୍ୟା ୫:୩୦ ଘଣ୍ଟା ସମୟରେ ବନ୍ଧୁଗାଁ...

ଇଟାଭାଟିକୁ ଯାଇଥିବା ମହିଳାଙ୍କ ମୃତ ଦେହ ଭିଟାମାଟିରେ ପହଂଚିଲା

ରିପୋର୍ଟ: ଏନ ସନ୍ତୋଷ କୁମାର //ବୈପାରୀଗୁଡା (୨୫/୦୫): ପେଟପାଟଣା ପାଇଁ ଇଟାଭାଟି କାମକରିବାକୁ ଯାଇଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ ଦେହ ଭିଟାମାଟିରେ ପହଂଚିଲା | ଏହିପରି...

ବନ୍ଧୁଗାଁରେ କରୋନା ଯୋଦ୍ଧା ସାଜି ସରକାରୀ ଅଧିକାରୀ ପ୍ରଶଂସନୀୟ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ( ତା୨୩:୫:୨୦): କୋରାପୁଟ ଜିଲ୍ଲାର ଶେଷ ସୀମାବର୍ତୀ ଆନ୍ଧ୍ର ରହିଥିବା ଏହି ବନ୍ଧୁଗାଁ ବ୍ଲକଠାରେ ଥିବା କର୍ମଚାରୀ ଆଜକୁ ପ୍ରାୟ ପାଞ୍ଚ ମାସ...

SLN.ମେଡିକାଲ କଲେଜରେ PCR ପରୀକ୍ଷାଗାର ଉଦଘାଟନ କଲେ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ମିଶ୍ର

ରିପୋର୍ଟ: ରବିଶଙ୍କର ମହାପାତ୍ର / ଏନ. ସନ୍ତୋଷ କୁମାର //କୋରାପୁଟ (୨୩/୫): କୋରୋନା ମହାମାରୀର ବିଭୀଷିକା ଆରମ୍ଭ ହେବା ପରେ କୋରାପୁଟ ଜିଲ୍ଲା ଜୟପୁର ସହରରେ ଥିବା...

ଜୀବନ ଯୁଦ୍ଧରେ ଲଢ଼ୁଛନ୍ତି ବୃଦ୍ଧ ଦିବ୍ୟାଙ୍ଗ ସମରା, ପ୍ରଶାସନର ଦୃଷ୍ଟି ପଡୁ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //ଲମତାପୁଟ (୧୪/୦୫): ଜିବନ ଯୁଦ୍ଧ ରେ ଲଢ଼ି ଚାଲିଛନ୍ତି ଦିବ୍ୟାଙ୍ଗ ସମରା। ମୁଣ୍ଡ ଗୁଞ୍ଜିବା ପାଇଁ ଖଣ୍ଡେ ଘର ଅଛି ନା ପେଟକୁ ମୁଠାଏ...

ପିଡିଏସ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା

ରିପୋର୍ଟ: ଏନ ସନ୍ତୋଷ କୁମାର //ବୈପାରୀଗୁଡା (୧୪/୦୫): ବୈପାରୀଗୁଡା ବ୍ଲକ ଚିପାକୁର ପଞ୍ଚାୟତରେ ପିଡିଏସ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି |...

Most Read

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...